Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||     

ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |

12-Aug-2026

ସମ୍ବାଦ ସାହିତ୍ୟଘର ପକ୍ଷରୁ ୨୦ ଚାରା ରୋପଣ

ଓଡିଶା ଜନମତ ରାୟଗଡା , ୧୨/୦୮,

କାମେଶ୍ୱର କରକରିଆ : ------

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ସମ୍ବାଦ ସାହିତ୍ୟଘର ପକ୍ଷରୁ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ସମ୍ବାଦ ପ୍ରତିନିଧି ପଦ୍ମନ ଭତ୍ରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଷମକଟକ ବିଧାୟକ ନୀଳମାଧବ ହିକକା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାରା ରୋପଣ କରିଥିଲେ। ଏଥିରେ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରମୋଦ କୁମାର ମିଶ୍ର, ଆଶିଷ କୁମାର ମେହେର ଏବଂ ଫରେଷ୍ଟର ବୋରଖା ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବନ ବିଭାଗ କର୍ମଚାରୀ ଓ ସ୍ୱାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷଙ୍କ ସହଯୋଗରେ ପରିସରରେ ପ୍ରାୟ ୨୦ଟି ଚାରା ରୋପଣ କରାଯାଇଥିଲା। ପରିବେଶ ସୁରକ୍ଷା, ସବୁଜିମା ବୃଦ୍ଧି ଓ ସ୍ୱାସ୍ଥ୍ୟକେନ୍ଦ୍ର ପରିସରକୁ ସୁନ୍ଦର କରିବା ଉଦ୍ଦେଶ୍ୟରେ ଏଭଳି ବୃକ୍ଷରୋପଣ କାର୍ଯ୍ୟକ୍ରମ ଏକ ସକାରାତ୍ମକ ପଦକ୍ଷେପ ବୋଲି ଉପସ୍ଥିତ ଅତିଥିମାନେ ମତପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକେନ୍ଦ୍ରର ମାଳି ନୀଳକଣ୍ଠ ବଛା, କେଶବ ମହାନନ୍ଦିଆ ଓ କାମେଶ୍ୱର କରକରିଆ ପ୍ରମୁଖ ପୂର୍ଣ୍ଣ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP