Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ତାରା ତାରିଣୀ ମନ୍ଦିର ତଳେ ବିଶ୍ୱ ମାନବାଧିକାର ଦିବସ ପାଳିତ |

11-Dec-2024

ତାରା ତାରିଣୀ ମନ୍ଦିର ତଳେ  ଏକ କୋଠ ଘରେ ବିଶ୍ବ ମାନବ ଅଧିକାର ଦିବସ ପାଳନ, 
ତାରିଖ  - 11/12/24
ଗଞ୍ଜାମ ଜିଲ୍ଲା  ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ରାଇପୁର ପଞ୍ଚାୟତ ତାରାତାରିଣୀ  ପୀଠ ତଳେ ଥିବା ଏକ କୋଠ ଘର ଠାରେ ବିଶ୍ବ ମାନବ ଅଧିକାର ଦିବସ  ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନବ ଅଧିକାର ମିଶନ ରାଜ୍ୟ ସଭାପତି ଶ୍ରୀଯୁକ୍ତ ଦିଲ୍ଲିପ ଧଳ , ସମ୍ମାନିତ ଅତିଥି ଭାବେ ରାଜ୍ୟ ସଭାପତି ମହିଳା ଶାଖାର ଶ୍ରୀମତୀ ଆରତି ମଙ୍ଗରାଜ,ମାନବାଧିକାର ମିଶନ୍ ର ଜିଲ୍ଲା ସଭାପତି ଲୋକନାଥ ତ୍ରିପାଠୀ ,ଉପ ସଭାପତିଅଶୋକବିଶ୍ଵାଳ, ସାଧାରଣ ସମ୍ପାଦକ ବିଜୟ କୁମାର ତ୍ରିପାଠୀ,ସମ୍ପାଦକ ଶିବ ଶଙ୍କର ବେହେରା, ସମାଜ ସେବୀ ବାପୁଜୀ ରଣା, ସରପଞ୍ଚ  ନମିତା ବେହେରା ଓ ସମିତି ସଭ୍ୟ ଉଷା ରାଣୀ ବେହେରା ଉପସ୍ଥିତ ରହି ମାନବ ଅଧିକାର ଦିବସ ଉପଲକ୍ଷେ ସମସ୍ତ ଜନ ସାଧାରଣ ଓ  ଅତିଥି ବୃନ୍ଦମାନେ ମୌଳିକ ଅଧିକାରରୁ କିପରି ବଞ୍ଚିତ ନ ହେବେ ତଥା ମାନବ ଅଧିକାର ସର୍ବୋଚ୍ଚ ନ୍ୟାୟ ତଥା ସଭିଙ୍କ ଅଧିକାର ବୋଲି ମତବ୍ୟକ୍ତ କରିଥିଲେ । ମାନବ ଅଧିକାର ବିଷୟରେ ପ୍ରାଞ୍ଜଳ ଭାବରେ ବୁଝାଇବା ସହ କହିଥିଲେ  ଯେଉ ଠାରେ ଆପଣଙ୍କ ପ୍ରତି ଅତ୍ୟାଚାର ହେଉଛି ସେ ଠାରେ ଆମକୁ ଲିଖିତ ଭାବରେ ଜଣାଇ ପାରିବେ ଏବଂ ଆଇନକୁ ହାତକୁ  ନ ନେବା ପାଇଁ ଅତିଥି ବୃନ୍ଦ ପରାମର୍ଶ ଦେଇଥିଲେ ।

News Comment

You Might Also Like

BACK TO TOP