Breaking News

ମନ୍ଦିର କୁ ମଧ୍ୟ ଛାଡିଲେନି ଚୋର ||ଦକ୍ଷିଣ କାଳୀ ହୁଣ୍ଡୀ ଭାଙ୍ଗି ନେଇଗଲେ ଟଙ୍କା, ସୁନା|   (12-Aug-2026)       ||      ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |   (12-Aug-2026)       ||      ପାର୍ଥନା ବାହାନା ରେ ଡାକି ମହିଳା ଙ୍କୁ କଲେ ବଳତ୍କାର |   (12-Aug-2026)       ||      ଖୋର୍ଦ୍ଧା ଜିଲ୍ଲା ଓ ୟୁ ଡବ୍ଲ୍ୟୁ ଜେ ର ସଂଙ୍ଘଠନିକ ବୈଠକ ଓ ନୂତନ ସଦସ୍ୟ ଙ୍କୁ ଆଇକାର୍ଡ ପ୍ରଦାନ |   (12-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ସ୍ୱତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ |    (12-Aug-2026)       ||      ସମ୍ବାଦ ସାହିତ୍ୟ ଘର ପକ୍ଷରୁ 20 ହଜାର ଚାରା ରୋପଣ |   (12-Aug-2026)       ||      ଆର ଏସ ଏସ ପକ୍ଷରୁ ହୁମ୍ମା ଠାରେ ଗୁରୁପୂର୍ଣ୍ଣିମା ପାକିତ |    (12-Aug-2026)       ||      ପୋଲସରା ରେ ବିଶାଳ ତ୍ରିରଙ୍ଗା ଶୋଭା ଯାତ୍ରା |    (12-Aug-2026)       ||      କଲ୍ୟାଣ ସିଂହ ପୁର ବ୍ଲକରେ ସ୍ୱତନ୍ତ୍ର ସମିତି ସମୀକ୍ଷା ବୈଠକ ଅନୁଷ୍ଠିତ ||   (12-Aug-2026)       ||      ବସ ଧକ୍କାରେ ଦୁଇ ଛେଳି ମୃତ, ଗାଈ ଓ ବଳଦ ଗୁରୁତର |   (12-Aug-2026)       ||      ନିଜ ପୈତୃକ ଗାଁ ଉତ୍ତରାଖଣ୍ଡ ର ପୀଥୋରାଗଡ଼ଜିଲ୍ଲା ରେ ରିଷଭ ପନ୍ତ ଙ୍କ ପାଇଁ ତାଙ୍କ ମା ଘର କରିବେ |   (12-Aug-2026)       ||      ଶୌଚାଳୟ ଅକାମି ଲୋକେ ହନ୍ତ ସନ୍ତ |    (12-Aug-2026)       ||      ପ୍ରଥମ ପୋଷ୍ଟିଙ୍ଗ ରେ କୋଟିଏ ଟଙ୍କା ର ଲାଞ୍ଚ ନେଇ ସିବିଆଇ ଜାଲରେ ଏସିପି |   (11-Aug-2026)       ||      ଗଞ୍ଜେଇ ଚୋରା ଚାଲାଣ ବେଳେ ଗିରଫ କଲା ପୋଲିସ |    (11-Aug-2026)       ||      ନିଜକୁ ଅବକାରୀ ଅଧିକାରୀ କହି ମଦ ଦୋକାନ ଯାଞ୍ଚ ବେଳେ ପୋଲିସ ଦ୍ୱାରା ଗିରଫ!|    (11-Aug-2026)       ||      ଦୁଇ ବାଇକ ସାମନା, ସାମାନି ଧକ୍କା 3 ଗୁରୁତର |    (11-Aug-2026)       ||      ନୂତନ ଧାନ ସଂଗ୍ରହ ନୀତି କୁ ପରିବର୍ତ୍ତନ ପାଇଁ ଦାବୀ |   (11-Aug-2026)       ||      ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ବିଦ୍ୱତ ପରିଷଦ ଆଲୋଚନା ଅନୁଷ୍ଠିତ |    (11-Aug-2026)       ||      ସ୍ତ୍ରୀକୁ ହତ୍ୟା ଘଟଣାରେ ସ୍ୱାମୀକୁ ଆଜୀବନ ଜେଲ |   (11-Aug-2026)       ||      ସ୍ୱାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀ ମେଡିକାଲ ନାମ କରଣ ନିଷ୍ପତି କୁ ସ୍ୱାଗତ କଲେ ଜିଲ୍ଲା ବାସୀ |    (11-Aug-2026)       ||     

ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା |

12-Aug-2026

ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା , ଜଣେ ମହିଳା ଙ୍କ ମୃତ୍ୟୁ | 
ଓଡିଶା ଜନ ମତ ବ୍ୟୁରୋ,

ଅମାନିଆ ଗାଡି ଡ୍ରାଇଭର ଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ପ୍ରତିଦିନ କିଛିନା, କିଛି ଦୁର୍ଘଟଣା ଘଟି କିଛି ଲୋକଙ୍କ ମୃତ୍ୟୁ ହେବାସହ କିଛି ଗୁରୁତର ଭାବେ ଆହତ ହୋଇ ଚିକିତ୍ସିତ  ହେବାର ବହୁ ନଜର ରହିଛି | ସେହିପରି  ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ  ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା ମୃତ୍ୟୁବରଣ କରିଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇ ଦିଆଯାଇଛି। ମୃତ ମହିଳା ଜଣକ କୋଟଗଡ ଅଞ୍ଚଳର ଅମିତା ସିଂ।
ଘଟଣାରୁ ପ୍ରକାଶ ଯେ, ଆନନ୍ଦ ବର୍ଷାରଙ୍କ ସାଥିରେ ଜଣେ ମହିଳା ଅମିତା ଏବଂ ଜଣେ ଶିଶୁ ମିଶି ଏକ କାର ଯୋଗେ ବ୍ରହ୍ମପୁର ଯାଉଥିଲେ। ଏହି ସମୟରେ ମୁଜାଗଡ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ପିକଅପ ଗାଡ଼ି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହାପରେ ସମ୍ପୃକ୍ତ ଅଞ୍ଚଳବାସୀ ଉଭୟ ଗାଡ଼ିର ୪ ଜଣ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ଏଠାରୁ ସମସ୍ତଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ଅଧିକ ଚିକିତ୍ସା ପାଇଁ ନେବାବେଳେ ମହିଳା ଜଣକ ମୃତ୍ୟୁବରଣ କରିଛନ୍ତି। କେଉଁ କାରଣରୁ ଉକ୍ତ ଦୁର୍ଘଟଣା ଘଟିଛି ତାହାର ସଠିକ କାରଣ ଜଣାପଡ଼ିନାହିଁ

News Comment

You Might Also Like

BACK TO TOP