Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||     

ମାହାଙ୍ଗାରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ରେ ଦୁଇ ଗିରଫ |

13-Aug-2026

ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ,  ରେ ୨ ଗିରଫ

 ମହିଳା ମାନେ କେଉଁଠାରେ ମଧ୍ୟ ସୁରକ୍ଷିତ ନୁହନ୍ତି | ରାଜ୍ୟ ସରକାର ସେମାନଙ୍କ ପାଈଁ ବହୁତ କିଛି ସାଇବର ସୁରକ୍ଷା ଠାରୁ ଆରମ୍ଭ କରି ସବୁ ପ୍ରକାର ପୋଲିସ ପ୍ରୋଟେକ୍ସନ ଦେଉଥିଲେ ମଧ୍ୟ ମହିଳା ମାନଙ୍କୁ ଆଜି ଦୁଷ୍କର୍ମ ର ଶିକାର ହେଉଛନ୍ତି  | ଏପରି ଏକ ଘଟଣା ଘଟିଛି କଟକ ମାହାଙ୍ଗାରେ ଚାଞ୍ଚଲ୍ୟକର ଘଟଣା । ରାସ୍ତାକଡ଼ରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଏଥିସହ ତାଙ୍କ ପୁରୁଷ ବନ୍ଧୁଙ୍କୁ ମଧ୍ୟ ଦୁର୍ବୃତ୍ତମାନେ ମାଡ଼ ମାରିଥିବା ଅଭିଯୋଗ ରହିଛି । ଘଟଣା ସମ୍ପର୍କରେ କଟକ ଗ୍ରାମାଞ୍ଚଳ ପୁଲିସ ସୂଚନା ଦେଇଛି ।ସୂଚନା ଅନୁସାରେ, ଯୁବତୀ ଜଣକ ତାଙ୍କ ପୁରୁଷ ବନ୍ଧୁଙ୍କ ସହ କେନ୍ଦ୍ରାପଡ଼ା ଯାଉଥିଲେ । ରାସ୍ତାକଡ଼ରେ କାର୍‌ ରଖି ସେମାନେ କିଛି ସମୟ ପାଇଁ ଅଟକିଥିଲେ । ଏହି ସମୟରେ ୬ ଜଣ ଯୁବକ ସେଠାରେ ପହଞ୍ଚି ଯୁବତୀଙ୍କୁ କାର୍‌ରୁ ବାହାରିବାକୁ କହିଥିଲେ । ଅଭିଯୋଗ ଅନୁସାରେ, କାର୍‌ର ଡୋର୍‌ ନଖୋଲିବାରୁ ଅଭିଯୁକ୍ତମାନେ ଚୁମୁଟାରେ କାର୍‌ର କାଚ ଭାଙ୍ଗି ଯୁବତୀଙ୍କୁ ବାହାରକୁ ଟାଣି ନେଇଥିଲେ । ପରେ ରାସ୍ତାପାର୍ଶ୍ୱରେ ଥିବା ଏକ ଭଙ୍ଗା ଘରକୁ ନେଇ ତାଙ୍କୁ ଗଣଦୁଷ୍କର୍ମ କରିଥିବା ପୁଲିସ କହିଛି । ଏହି ସମୟରେ ତାଙ୍କ ପୁରୁଷ ବନ୍ଧୁଙ୍କୁ ମଧ୍ୟ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି । ଘଟଣାକୁ ନେଇ ନିଶ୍ଚିନ୍ତକୋଇଲି ଥାନାରେ ମାମଲା ରୁଜୁ ହୋଇଛି । ଏଯାବତ୍‌ ୨ ଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଜଣେ ଡିଏସ୍‌ପିଙ୍କୁ ତଦନ୍ତ ଦାୟିତ୍ୱ ଦିଆଯାଇଥିବା କଟକ ଗ୍ରାମାଞ୍ଚଳ ଏସ୍‌ପି ସୂଚନା ଦେଇଛନ୍ତି । ଘଟଣାରେ ପୁଲିସର ତଦନ୍ତ ଜାରି ରହିଛି ।

News Comment

You Might Also Like

BACK TO TOP