Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ମିନି ମାରାଥନ ଦୌଡ଼ ପ୍ରତିଯୋଗିତା, 400ରୁ ଉର୍ଦ୍ଧ ଯୁବକ, ଯୁବତୀ ସାମିଲ |

14-Aug-2026

ମିନି ମାରାଥନ ଦୌଡ଼ ପ୍ରତିଯୋଗିତା : ୪୦୦ରୁ ଉର୍ଦ୍ଧ ଯୁବକ ଯୁବତୀ ସାମିଲ ||

ଓଡିଶା ଜନମତ,ବାଲିଗୁଡା, ତା, ୧୪/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ : -----

ଉପଖଣ୍ଡ ପ୍ରଶାସନ ତଥା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ମିନି ମାରାଥନ୍ ଦୌଡ଼ ପ୍ରତିଯୋଗିତା ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉତ୍ସବ ପାଳନ କମିଟି ର ସମ୍ପାଦକ ଶିବ ଶଙ୍କର ସମରଥ, ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡାଇଙ୍କ ତତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ନିକଟରେ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ,, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଏନ ଏ ସି ର କାର୍ଯ୍ୟ ନିର୍ବାହୀ ଅଧିକାରୀ ବିବେକାନନ୍ଦ ଦଳାଇ, ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ଗଣଦୌଡ଼ର ଶୁଭାରମ୍ଭ କରିଥିଲେ । ଏହି ଗଣ ଦୌଡ଼ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ସମ୍ମୁଖରୁ ଆରମ୍ଭ ହୋଇ ମହାଲକ୍ଷ୍ମୀ ପେଟ୍ରୋଲ ପମ୍ପ୍ ପର୍ଯ୍ୟନ୍ତ ଯାଇଥିଲା ଏବଂ ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରେ ସମାପ୍ତ ହୋଇଥିଲା । ଏଥିରେ ବାଲିଗୁଡା ଅଞ୍ଚଳର ୪୦୦ ରୁ ଉର୍ଦ୍ଧ୍ବ ଯୁବକ ଯୁବତୀ ସାମିଲ୍ ହୋଇଥ‌ିବା ବେଳେ କୃତି ଯୁବକ ଯୁବତୀଙ୍କୁ ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମିନି ଷ୍ଟାଡିୟମ ପରିସରରେ ଆୟୋଜିତ ପ୍ୟାରେଡ ଉତ୍ସବରେ ପୁରସ୍କୃତ କରାଯିବ। ଏଥିରେ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣାଙ୍କ ସମେତ ବହୁ ପଦାଧିକାରୀ, ବରିଷ୍ଠ କ୍ରୀଡ଼ାବିତ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

News Comment

You Might Also Like

BACK TO TOP