Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୋଲସରା ସରକାରୀ କଲେଜ ଏନ ସି ସି ଛାତ୍ରୀ ମାନଙ୍କ ଦ୍ୱାରା "ହର ଘର ତ୍ରିରଙ୍ଗା " ରାଲୀ |

14-Aug-2026

ଏନସିସି ଛାତ୍ରୀମାନଙ୍କ ଦ୍ୱାରା "ହର୍ ଘର୍ ତ୍ରିରଙ୍ଗା"  ରାଲୀ।

ଓଡିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ତା ୧୪.୮. ୨୦୨୬ :------

ରିଖ ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ୨(ଓ)ବାଳିକା ବାଟାଲିୟାନ ଏନ୍‌.ସି.ସି ରାୟଗଡ଼ା ତରଫରୁ  ହରଘର ତିରଙ୍ଗା ରାଲି କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି।ଏନ୍.ସି.ସି ଲେଫ୍ଟନାଣ୍ଟ ବିନତା କୁମାରୀ ଦାସଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।  ଏଥିରେ ପୋଲସରା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ଭଗବାନ ତ୍ରୀପାଠୀ,ତର୍କ ବିଭାଗ ଆଧ୍ୟାପକ ରୁଦ୍ର ପ୍ରସାଦ ଗୌଡ, ଅର୍ଥନୀତି ଅଧ୍ୟାପକ ଡ. ମନୋଜ କୁମାର ସାହୁ, ଶିକ୍ଷା ବିଭାଗ ଅଧ୍ୟାପକ ଶ୍ରୀକାନ୍ତ ପ୍ରଧାନ, ଖେଳ ଶିକ୍ଷକ ଦୀପକ କୁମାର ସ୍ୱାଇଁ, ଗଣିତ ଅଧ୍ୟାପିକା ସୁନୀତା ରାଉତ,ଡେମୋନଷ୍ଟେଟର  ବଟୋନୀ ବିଭାଗ ପ୍ରମୁଖ ସୁଜତା ରାଣୀ ବେହେରା ପ୍ରମୁଖ ଯୋଗଦେଇ  ଛାତ୍ରଛାତ୍ରୀ ମାନଙ୍କ ସହିତ "ହର୍ ଘର୍ ତ୍ରିରଙ୍ଗା"  ରାଲୀର ସ୍ଲୋଗାନ ଦ୍ୱାରା ପିଲାମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଦେଶାତ୍ମକ ବୋଧ କରି ପଦଯାତ୍ରାରେ  ୫୦ ଜଣ ସମରଶିକ୍ଷାର୍ଥୀ ବାହିନୀର ଛାତ୍ରୀମାନେ ଯୋଗଦେଇଥିଲେ ।ଏହି ଶୋଭାଯାତ୍ରା ମହାବିଦ୍ୟାଳୟରୁ ବାହାରି ବ୍ଳକ ଛକ ଦେଇ ଏନ୍.ଏ.ସି ଅଫିସ ଠାରେ ସମାପ୍ତ ହୋଇଥିଲା ।  କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କ ସମେତ କର୍ମଚାରୀମାନେ  ଯୋଗଦେଇ ସଫଳ କରିବାରେ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP