Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ବାଲିଗୁଡା ଉପଖଣ୍ଡ ବରିଷ୍ଟ ନାଗରିକ ସଂଘ ତରଫରୁ ସ୍ୱାଧୀନତା ଦିବସପାଳିତ |

15-Aug-2026

ଉପଖଣ୍ଡ ବରିଷ୍ଠ ନାଗରିକ ସଂଘ ତରଫରୁ ସ୍ଵଧାନତା ଦିବସ ପାଳିତ

ଓଡିଶା ଜନମତ,ବାଲିଗୁଡା, ତା, ୧୫/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ  : -------

କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ ବରିଷ୍ଠ ନାଗରିକ ସଂଘ ତରଫରୁ ପ୍ରଥମ ଥର ପାଇଁ ୮୦ ତମ ସ୍ୱାଧୀନତା ଦିବସ ବେଶ ଉତ୍ସାହ ଓ ଦେଶ ଭକ୍ତିର ସହ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଯାଇଛି l ଏଥିରେ ସଂଘର ସଭାପତି ଡ଼.ମଧୁସୂଦନ ମହାପାତ୍ର `ବନ୍ଦେ ମାତରମ୍ ` ଗାନ ପରେ ପତାକା ଉତ୍ତୋଳନ ପୂର୍ବକ ଜାତୀୟ ସଂଗୀତ ଗାନ କରିବା ପରେ ଉପସ୍ଥିତ ସମସ୍ତ ସଦସ୍ୟ ମାନଙ୍କୁ ୮୦ ତମ ସ୍ଵଧାନତା ଦିବସର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ତାଙ୍କ ଅଭିଭାଷଣ ରେ ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ତ୍ୟାଗ, ବଳିଦାନ ଓ ଅବଦାନ କୁ ସ୍ମରଣ କରିଥିଲେ l ଦେଶର ଏକତା, ଅଖଣ୍ଡତା, ଭାଇଚାରା ଓ ସାମାଜିକ ସମନ୍ୱୟ ବଜାୟ ରଖିବା ସହିତ ବରିଷ୍ଠ ନାଗରିକ ମାନେ ସମାଜର ଉନ୍ନତିରେ ନିଜର ଅଭିଜ୍ଞତା କୁ ଦେଶର ଉନ୍ନତି ରେ ବ୍ୟବହାର କରିବା ପାଇଁ ଆହ୍ୱାନ କରିଥିଲେ l ସମସ୍ତେ ନିଜ ନିଜ ଘରର, ସାହିର ଓ ଗାଁ ର ପରିବେଶ କୁ ପରିଷ୍କାର ରଖିବା ପାଇଁ ଉଦ୍ୟମ କରିବା ସହିତ ସ୍ୱଚ୍ଛ ଭାରତ ନିର୍ମାଣ କରିବାରେ ଏକ ଦାୟିତ୍ୱବାନ ନାଗରିକ ର ଦାୟିତ୍ୱ ସମ୍ପାଦନା କରିବା ପାଇଁ ଆହ୍ୱାନ କରିଥିଲେ l ଦେଶରୁ ଆଶିକ୍ଷା, କୁସଂସ୍କାର, ବାଲ୍ୟ ବିବାହ, ଘୃଣା ବିଦ୍ବେଷ ଦୂର କରିବାରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ l ଶେଷରେ ସମ୍ପାଦକ ପ୍ରକାଶ ଚନ୍ଦ୍ର ନାୟକ ସମସ୍ତଙ୍କୁ ସେମାନଙ୍କର ଉପସ୍ଥିତି ଓ ସହଯୋଗ ପାଇଁ ଧନ୍ୟବାଦ ପ୍ରଦାନ କରିଥିଲେ l

News Comment

You Might Also Like

BACK TO TOP