Breaking News

ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||     

ସ୍ୱାଧୀନତା ଦିବସ ରେ ସ୍ବର୍ଗତ୍ବ କେ ଭାସ୍କର ପାତ୍ର ଙ୍କ 77 ତମ ବାର୍ଷିକୀ ସ୍ମୃତି ରେ ରକ୍ତ ଦାନ ଶିବିର ଅନୁଷ୍ଠିତ ||

15-Aug-2026

ସ୍ୱାଧୀନତା ଦିବସ ଅବସରରେ ସ୍ବର୍ଗତ କେ ଭାସ୍କର ପାତ୍ରଙ୍କ 77 ତମ ଜନ୍ମ ବାର୍ଷିକୀ ସ୍ମୃତିରେ ରକ୍ତଦାନ ଶିବିର l 
୭୦ ୟୁନିଟ ରକ୍ତ ସଂଗୃହିତ l

ଓଡିଶା ଜନମତ, ବେଗୁନିଆପଡା : 15/08/26 :

ଭଞ୍ଜ କିଶୋର ମହାରଣା l

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଅଙ୍ଗାର ଗାଁ ସ୍ଥିତ ମା` କାଜୁ ଇଣ୍ଡଷ୍ଟ୍ରି ପରିସରରେ ସ୍ୱାଧୀନତା ଦିବସ ଅବସରରେ ବିଶିଷ୍ଟ ବ୍ୟବସାୟୀ ତଥା ସମାଜସେବୀ ଦିବଂଗତ କେ ଭାସ୍କର ପାତ୍ରଙ୍କ 77 ତମ ଜନ୍ମ ବାର୍ଷିକୀ ସ୍ମୃତିରେ ଶନିବାର ଦିନ ଏକ ରକ୍ତଦାନ ଶିବିର ଆୟୋଜନ ହୋଇଛି l ଉକ୍ତ ଶିବିରରେ ମୋଟ 69 ୟୁନିଟ ରକ୍ତ ସଂଗୃହିତ ହୋଇଛି l  ମା କାଜୁ ଇଣ୍ଡଷ୍ଟ୍ରି, ପଦ୍ମାବତୀ କାଜୁ ଇଣ୍ଡଷ୍ଟ୍ରି, ଜୀବନ ଧାରା ଓ ଆମ ଓଡିଶା ସମ୍ବାଦ ପକ୍ଷରୁ ଆୟୋଜିତ ଏହି ଶିବିରକୁ କୋଦଳା ତହସିଲଦାର ବିନ୍ଦୁ ବଳୟ ରାଉତରାୟ ଉଦଘାଟନ କରିଥିବା ବେଳେ ସ୍ବର୍ଗତ ପାତ୍ରଙ୍କ ଧର୍ମପତ୍ନୀ କେ ପ୍ରମିଳା ପାତ୍ର, ବଡ଼ ପୁଅ କେ ପ୍ରଦୀପ କୁମାର ପାତ୍ର, ବୋହୁ କେ ନିରୁପମା ପାତ୍ର, ସାନ ପୁଅ କେ ପ୍ରଶାନ୍ତ କୁମାର ପାତ୍ର,ନାତି କେ ଅନିଲ କୁମାର ପାତ୍ରଙ୍କ ସମେତ ବିଭିନ୍ନ ଜନ ପ୍ରତିନିଧି,ଜୀବନ ଧାରା ପରିବାରର ସଦସ୍ୟ ଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ଥିଲେ। ବ୍ରହ୍ମପୁର ଏମ କେ ସି ଜି ରକ୍ତ ଭଣ୍ଡାର ପକ୍ଷରୁ ଡା. ବି ଏଲ ରେଡି, ରିଙ୍କୁ ସାହୁ, ପି କେ ସୁବୁଦ୍ଧି, ଦେବାଶିଷ ପଣ୍ଡା, ଗୋପାଳ କୃଷ୍ଣ ସାହୁ, ଡି ବି କାର୍କେ, ବସନ୍ତ କୁମାର ବେହେରା, ସାଇ ଜଗନ ସାହୁ, ଶୁଭଜିତ ନନ୍ଦ, ସୁଦୀପ୍ତ ରାଉଳ, ଶୁକଲାଲ ପାଲେୟ।, ଅମିତ ଗୌଡ଼,ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ।

News Comment

You Might Also Like

BACK TO TOP