Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||     

ପୁରୁଷୋତ୍ତମପୁର ବିଜେପି ତରଫରୁ ସ୍ୱାଧୀନତା ଦିବସ ପାଳିତ |

16-Aug-2026

ପୁରୁଷୋତ୍ତମପୁର ସହର ରେ ମଣ୍ଡଳ ବିଜେପି  ତରଫରୁ ସ୍ୱାଧୀନତା ଦିବସ ପାଳିତ |

ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର ସହର ରେବିଜେପି ମଣ୍ଡଳ ସଭାପତି ନୀଲେସୁ ମହାରଣା ଓ ପୂର୍ବତନ ମଣ୍ଡଳ ସଭାପତି  କୃଷ୍ଣ ଚନ୍ଦ୍ର ନାୟକ ଙ୍କ  ମିଳିତ ସଂଯୋଜନା ରେ  ସ୍ୱାଧୀନତା ଦିବସ ପାଳିତ ହୋଇ ଯାଇଛି | ପତାକା ଉତ୍ତୋଳନ ସହିତ ଜାତୀୟ ସଂଗୀତ ଗାନ କରି  ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ରୁ  ପଦଯାତ୍ରାରେ  ବାହାରି  ବଜାର ମଧ୍ୟରେ ଥିବା  ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଅର୍ପଣ କରି  ପୁଣି ରାଧାକାନ୍ତ ସାହି ପରୀକ୍ରମଣ କରି ଜଗନ୍ନାଥ ମନ୍ଦିର ରେ ଉପସ୍ଥିତ ନେତା କର୍ମୀଙ୍କୁ ନେଇ ସ୍ୱଳ୍ପ ସମୟର ବୈଠକ କରି  ବିସ୍କେଟ ବଣ୍ଟନ କରିଥିଲେ | ଏହି କାର୍ଯ୍ୟକ୍ରମ ରେ ଅନ୍ୟ ନେତା କର୍ମୀ ମାନେ ହେଲେ ନିଳାଞ୍ଚଳ ମହାରଣା ନଗର ମଣ୍ଡଳ ସଭାପତି,ସୁଦର୍ଶନ ବେହେରା ବିଧାୟକ ପ୍ରତିନିଧି,କୃଷ୍ଣ ଚନ୍ଦ୍ର ନାୟକ ପୂର୍ବତନ ମଣ୍ଡକ ସଭାପତି,ମନୋଜ ମହାପାତ୍ର 
ପୂର୍ବତନ ମଣ୍ଡଳ ସଭାପତି,K ରମେଶ ଦୋରା ସମାଜ ସେବୀ,
ସରୋଜ କୁମାର ପଣ୍ତା ଜେନେରାଲ ସେକ୍ରେଟାରୀ,ଯୋଗିନ୍ଦ୍ର ଗୌଡ଼ 
କୃଷକ ମୋର୍ଚ୍ଚା ସଭାପତି,ପୁଷ୍ପାଞ୍ଜଳି ଦଳେଇ ମହିଳା ମୋର୍ଚ୍ଚା ସଭାନେତ୍ରୀ,ସନ୍ତୋଷ କୁମାର ପଣ୍ତା ବରିଷ୍ଟ କାର୍ଯ୍ୟକର୍ତ୍ତା,ରବୀନ୍ଦ୍ର ନାୟକ 
ବରିଷ୍ଟ କାର୍ଯ୍ୟକର୍ତ୍ତାଙ୍କ ସହ ଅନ୍ୟନ୍ୟ ମହିଳା ନେତ୍ରୀ ଉପସ୍ଥିତ ଥିଲେ |

News Comment

You Might Also Like

BACK TO TOP