Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ମାଓ ନେତା ଆଜାଦ ବାଲିଗୁଡା କୋର୍ଟ ରେ ହାଜର ହେଲେ |

12-Dec-2024

ବାଲିଗୁଡା କୋର୍ଟରେ ହଜାର ହେଲେ  ମାଓ ନେତା ଆଜାଦ, 

        ଓଡିଶା ଜନମତ   ବ୍ୟୁରୋ, 

ବାଲିଗୁଡା, ୧୨/୧୨:କନ୍ଧମାଳ ଜିଲ୍ଲାରେ କିଛି ବର୍ଷ ହେବ ମାଓ କାର୍ଯ୍ୟ କଳାପ କରାଇ ଆତଙ୍କ ସୃଷ୍ଟି କରିଥିବା ଟପ ମାଓ ନେତା ଆଜାଦ ଓରଫ କେଶବ ରାଓ ଙ୍କୁ କଡା ସୁରକ୍ଷା ବଳୟ ମଧ୍ୟରେ ଭୁବନେଶ୍ୱର ଝାରପଡା ଜେଲ ରୁ ବାଲିଗୁଡା ଅତିରିକ୍ତ ଜିଲ୍ଲା ଦୌରା ଜଜ କୋର୍ଟ କୁ ଅଣାଯାଇଥିଲା l ଏଠାରେ ଆଜି ବ୍ରାହ୍ମଣୀ ଗାଁ ଥାନା ଅଞ୍ଚଳର ବହୁ ଚର୍ଚିତ ୫ ଟି ମାମଲାର ଚାର୍ଜ ଫ୍ରେମ କରାଯାଇଥିଲା l ସେଥି ମଧ୍ୟରେ ବ୍ରାହ୍ମଣୀ ଗାଁ ଥାନା ଅଞ୍ଚଳରେ ୨୦୦୮ ମସିହା ନଭେମ୍ବର ୫ ତାରିଖରେ ଭୈରବୀ ମନ୍ଦିର ନିକଟରେ ଧନୁ ପ୍ରଧାନୀ କୁ ହତ୍ୟା , ୨୦୦୯ ମସିହା ଜୁଲାଇ ୧୭ ତାରିଖରେ କାଟିଙ୍ଗିଆ ପାଣ୍ଡି ଭଙ୍ଗା ରୁଜା ସହ ହତ୍ୟା ,ପୁଣି ଅକ୍ଟୋବର ୪ ତାରିଖରେ କାଟିଙ୍ଗିଆ ଫାଣ୍ଡିକୁ ପୋଡା ଜଳା, ୨୦୧୦ ମସିହା ନଭେମ୍ବର ୨୭ ତାରିଖରେ ବଙ୍ଗଡଦୁଆ ଘାଟିରେ ଆମ୍ବୁଲାନ୍ସ କୁ ଲ୍ୟାଣ୍ଡ ମାଇନ ଲଗାଇ ବିସ୍ଫୋରଣ କରି ଉଡାଇବା ରେ ୫ ଜଣଙ୍କ ମୃତ୍ୟୁ ସହ ବ୍ରାହ୍ମଣୀ ଗାଁ ବଜାର ରେ ରହୁଥିବା କିରୋସିନ ଡିଲର ମନୋଜ ସାହୁ ହତ୍ୟା ମାମଲାରେ ସମ୍ପୃକ୍ତି ଅଭିଯୋଗ ଏପରି ୫ ଟି କେଶର ଚାର୍ଜ ଫ୍ରେମ କରିବାକୁ କୋର୍ଟ ସମନ ଦେବା ସହ ହାଜର ପାଇଁ ନିର୍ଦେଶ ଦେଇଥିଲେ l ଆଜାଦ ଙ୍କ ତରଫରୁ  ତାଙ୍କ ଓକିଲ ସେକ ସାଦିକ ଡ଼ିସ ଚାର୍ଜ ପିଟିସନ ଫାଇଲ କରିଥିଲେ l ଆଜି ଏହାର ଶୁଣାଣୀ ପରେ ମାନ୍ୟବର କୋର୍ଟ ତାକୁ ଖାରଜ କରିଥିଲେ l ଏହି ୫ଟି କେଶର ଚାର୍ଜ ଫ୍ରେମ କରିବା ସହ ପରବର୍ତ୍ତୀ ତାରିଖ ପରେ ଜଣାଇବା ପରେ ଭି. ସି. ମାଧ୍ୟମରେ ସାକ୍ଷ୍ୟ ପ୍ରମାଣ ଗ୍ରହଣ କରାଯିବ ବୋଲି ଆଜାଦ ଙ୍କ ଓକିଲ ସେକ ସାଦିକ ପ୍ରକାଶ କରିଛନ୍ତି l

News Comment

You Might Also Like

BACK TO TOP