Breaking News

ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||      ଅଦିନିଆ ବର୍ଷାଯୋଗୁଁ ପାଚିଲା ଧାନ ଚାଷ କ୍ଷତିଗ୍ରସ | ଚିନ୍ତାରେ ଚାଷୀ |    (20-Dec-2024)       ||      ଭୁବନେଶ୍ୱର ରେ ଅଙ୍ଗନୱାଡି କର୍ମୀଙ୍କ ବିଭିର୍ଣ୍ଣ ଦାବି ନେଇ ଧାରଣା |    (20-Dec-2024)       ||      ଦୁଈ ଦିନିଆ ଓଡିଶା ଗ୍ରସ୍ତ ରେ ଆସୁଛନ୍ତି ଅମିତଶାହା |    (20-Dec-2024)       ||     

ମୋହନା ମହୋତ୍ସବ କୁ ଉଦଘାଟନ କଲେ ଚିକିଟି ବିଧାୟକ |

12-Dec-2024

ଚିକିଟି ବିଧାୟକ ଙ୍କ ଦ୍ୱାରା ମୋହନା ମହୋତ୍ସବ ଉଦଘାଟନ, 

( ପ୍ରଥମ ଦିନରୁ ହିଁ ଜନ ସମୁଦ୍ର ଦେଖିବାକୁ ମିଳିଛି ।

            ଓଡିଶା ଜନମତ   ବ୍ୟୁରୋ, 

ଆର,ଉଦୟଗିରି-୧୨/୧୨/୨୪:
ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ବ୍ଲକ ରେ  ମଆରମ୍ଭ ହୋଇଥିବା ମହୋତ୍ସବ କ ମୁଖ୍ୟ      ଅତିଥି ଭାବେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ଉପସ୍ଥିତ ରହି ପ୍ରଦ୍ଵିପ ପ୍ରଜ୍ବଳନ କରି ଉତ୍ସବ ଟିକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ସେହି ପରି ଅନ୍ୟତମ ଅତିଥି ଭାବେ ଗଜପତି ଆରକ୍ଷୀ ଅଧିକ୍ଷକ ଜତିନ୍ଦ୍ର ପଣ୍ଡା, ଜିଲ୍ଲା ବନ୍ୟାଞ୍ଚଳ ଅଧିକାରୀ ଏସ୍. ଆନନ୍ଦ, ପ୍ରକଳ୍ପ ପ୍ରଶାସକ ଅଂଶୁମାନ ମହାପାତ୍ର,ବ୍ଲକ ଅଧ୍ୟକ୍ଷ   ରଞ୍ଜୀବ ଶବର, ଉପାଧ୍ୟକ୍ଷ ବାଲ୍ମିନା ଅଧିକାରୀ, ବିଡିଓ ରାଜୀବ ଦାସ, ଜିଲ୍ଲା ପରିଷଦ ସଭ୍ୟ ମାନେ ଉପସ୍ଥିତ ଥିଲେ। ଏହା ସଙ୍ଗେ ଅଞ୍ଚଳ ର ଅଧିବାସୀ ପ୍ରମୁଖ ଉପସ୍ଥିତ ରହି ଉଦଘାଟନଦିବସକୁଆକ ର୍ଷଣୀୟ କରିଥିଲେ।

News Comment

You Might Also Like

BACK TO TOP