Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ତପ୍ତପାଣି ଉଷ୍ଣ ପଶ୍ରବଣ ପରିଦର୍ଶନ କରି କନ୍ଧୁଣୀ ଦେବୀଙ୍କ ଉନ୍ନୟନ ବୁଲି ଦେଖିଲେ ବିଧାନ ସଭା ଗୃହ କମିଟି |

21-Aug-2026

ମା କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି  |

ଓଡିଶା ଜନ ମତ ବ୍ୟୁରୋ, 

ଗତକାଲି ବିଧାନ ସଭା ଗୃହ କମିଟି ଗଞ୍ଜାମ ଜିଲ୍ଲା ର କିଛି ବ୍ଲକର ରାଜ୍ୟ ସରକାର ଙ୍କ ଉନ୍ନୟନ ସ୍ଥିତି ସମୀକ୍ଷା ପରେ ଆଜି ପୁଣି ରାଜ୍ୟ ବିଧାନ ସଭା ଗୃହ କମିଟି (ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିରେ ପହଞ୍ଚିଥିଲେ। କମିଟିର ଅଧ୍ୟକ୍ଷ ତଥା ଟିଟିଲାଗଡ ବିଧାୟକ ଲକ୍ଷ୍ମଣ ବାଗ୍, କମିଟି ସଦସ୍ୟ ମୋହନା ବିଧାୟକ ଦାସରଥି ଗମାଙ୍ଗ, ଆସିକା ବିଧାୟକ ସରୋଜ କୁମାର ପାଢ଼ୀ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ରଘୁନାଥପଲ୍ଲୀ ବିଧାୟକ ଦୁର୍ଗାଚରଣ ତନ୍ତୀ ଏବଂ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ପ୍ରମୁଖ  ସେଠାରେ ଥିବା ଉଷ୍ମ ପସ୍ରବଣ ଗରମପାଣି କୁଣ୍ଡରେ ବିରାଜିତ ମା’କନ୍ଧୁଣି ଦେବୀଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ।
ଗୃହକମିଟି ଗସ୍ତ ସମୟରେ ସାନଖେମୁଣ୍ଡି ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର, ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକ ଏବଂ ପାଟପୁର ଥାନା ପୋଲିସ ଟିମ୍ ଉପସ୍ଥିତ ଥିଲେ। ଦର୍ଶନ ଓ ପୂଜାର୍ଚ୍ଚନା ପରେ ଗୃହକମିଟି ଅଧ୍ୟକ୍ଷ ଓ ସଦସ୍ୟ ବୃନ୍ଦ ଗଜପତି ଜିଲା ପାରଳାଖେମୁଣ୍ଡି ଗସ୍ତ କରିଥିଲେ। ତପ୍ତପାଣିରେ ସେଠାକାର ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ଭାବେ ପୂଜା ପାଉଥିବା ମା ‘ କନ୍ଧୁଣି ଦେବୀ ୧୨ କୋଟି ଟଙ୍କା ଅନୁଦାନ ରେ ନିର୍ମାଣ ହେବାକୁ ଥିବା ପର୍ଯ୍ୟଟନ କ୍ଷେତ୍ରର ପାରିପାର୍ଶ୍ଵିକ ଉନ୍ନୟନ ପ୍ରକଳ୍ପ ଗୁଡ଼ିକର  ଶିଳାନ୍ୟାସ କରିଥିଲେ।

News Comment

You Might Also Like

BACK TO TOP