Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

ଜୁଆ ଆଡ୍ଡା ଉପରେ ପୋଲିସ ର ଚଢ଼ାଉ ବାଇକ, ଟଙ୍କା ସହ 7ଜଣ ଗିରଫ |

21-Aug-2026

ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ:  ଡ଼ିମିରିପଲ୍ଲୀ ରେ ୭ ଜଣ ଗିରଫ   ଗଗି ଫ  ସହ ୫୨ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଓ ବାଇକ୍ ଜବତ| 

ଓଡିଶା ଜନ ମତ ବ୍ୟୁରୋ, 

 ପୋଲିସ ଡାଳେ, ଡାଳେ ଗଲେ  ଅପରାଧୀ ମାନେ ପତ୍ରେ, ପତ୍ରେ ଗତି କରନ୍ତି | ହେଲେ ସେମାନେ ଯେତେ ଚାଲାକ ହେଲେ ମଧ୍ୟ ଦିନା ନା ଦିନେ ସେହି ପୋଲିସ ଦ୍ୱାରା ଧରା ପଡନ୍ତି | ସେପରି ଏକ ଅପରାଧିକ କାର୍ଯ୍ୟ ଉପରେ ଚଢ଼ାଉ କରିଥିଲା ଗଞ୍ଜାମ ଜିଲ୍ଲା ଗଙ୍ଗାପୁର ଥାନା ଅନ୍ତର୍ଗତ ଡିମିରିପଲ୍ଲୀ ହରିଜନ ସାହି ନିକଟରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ପୁଲିସ ଚଢ଼ାଉ କରି ୭ ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହ ନଗଦ ଟଙ୍କା ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଗତ ୨୦ ତାରିଖ ସନ୍ଧ୍ୟାରେ ଗଙ୍ଗାପୁର ଥାନା ଏସ.ଆଇ. ବିନାୟକ ବିଧାରଙ୍କ ନେତୃତ୍ୱରେ ପୁଲିସ ଟିମ୍ ପ୍ୟାଟ୍ରୋଲିଂ କରୁଥିବା ସମୟରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏହି ଚଢ଼ାଉ କରିଥିଲା। ପୁଲିସକୁ ଦେଖି ଜୁଆଡ଼ିମାନେ ଗାଳିଗୁଲଜ ଓ ଧମକ ଦେଇ ଖସିପଳାଇବାକୁ ଉଦ୍ୟମ କରିଥିଲେ ହେଁ ପୁଲିସ ୭ ଜଣଙ୍କୁ ଘଟଣାସ୍ଥଳରୁ କାବୁ କରିଥିବା ବେଳେ ଅନ୍ଧାରର ସୁଯୋଗ ନେଇ ଅନ୍ୟ ୪ ଜଣ ଫେରାର ହୋଇଯାଇଥିଲେ।  
ଗିରଫ ଅଭିଯୁକ୍ତମାନେ ହେଲେ ଭେଜିପୁଟର ବୁଲୁ ସ୍ୱାଇଁ, ଲାଲସିଂର ନୀଳାଞ୍ଚଳ ଜେନା, ଲଣ୍ଡେଇ ସାହିର ବିଜୟ କୁମାର ଦାଶ, ବଡ଼ବୋରସିଂର ବଳରାମ ମହାପାତ୍ର ଓ ଜଗନ୍ନାଥ ସ୍ୱାଇଁ, କାଇଣ୍ଡିର ବବୁଲୁ ବିଷୋୟୀ ଏବଂ ତୁରୁମୁର ସୀମାଞ୍ଚଳ ପ୍ରଧାନ। ପୁଲିସ ସେମାନଙ୍କ ନିକଟରୁ ନଗଦ ୫୨,୩୦୦ ଟଙ୍କା, ୭ଟି ମୋବାଇଲ୍ ଫୋନ୍, ୧୦୧ଟି ତାସ ପତ୍ତା ଏବଂ ଗୋଟିଏ ହିରୋ ହୋଣ୍ଡା ସ୍ପ୍ଲେଣ୍ଡର ମୋଟରସାଇକେଲ ଓଡି- ୩୨ -୨୮୭୭)ଜବତ କରିଛି ।  
ଏହି ଜୁଆ ଆଡ୍ଡା ଚଲାଉଥିବା ମୁଖ୍ୟ ଆୟୋଜକ ଅଶୋକ ପ୍ରଧାନଙ୍କ ସମେତ ଫେରାର ଥିବା କାହ୍ନୁ ପ୍ରଧାନ, କେଶବ ସାହାଣୀ ଓ ଏମୁଙ୍କୁ ଧରିବା ପାଇଁ ପୁଲିସ ତଦନ୍ତ ଜାରି ରଖିଛି। ଏ ନେଇ ଗଙ୍ଗାପୁର ଥାନାରେ ଭାରତୀୟ ନ୍ୟାୟ ସଂହିତା ଧାରା ୨୯୬/୨୨୧/୩୫୧(୨) ଏବଂ ସେକ୍ସନ୍ 3 ଓପିଜି ଅଧିନିୟମ ଅନୁସାରେ ୩୭୮/୨୦୨୬ରେ ଏକ ମାମଲା ରୁଜ୍ଜୁ କରାଯାଇ ଅଭିଯୁକ୍ତମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଗାଙ୍ଗପୁର ଥାନାଧିକାରୀ ବନବିହାରୀ ପ୍ରଧାନ ସୂଚନା ଦେଇଛନ୍ତି ।

News Comment

You Might Also Like

BACK TO TOP