Breaking News

ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||     

କନ୍ୟାରୀ ବାଡ଼ିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟ କଲେ ବିଧାୟକ ପ୍ରତାପ ନାୟକ |

21-Aug-2026

କନ୍ୟାରୀବାଡିରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ସାହାଯ୍ୟର ହାତ ବଢ଼େଇଲେ କବିସୂର୍ଯ୍ୟନଗର ବିଧାୟକ  l

ଓଡିଶା ଜନମତ,ବେଗୁନିଆପଡ଼ା :21/08/26 ::

ଭଞ୍ଜ କିଶୋର ମହାରଣା

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ବୁରୁଝରି ପଞ୍ଚାୟତ କନ୍ୟାରିବାଡି ଗ୍ରାମରେ ବେସାହାରା ହୋଇଥିବା ଚାରି କୁନି ଛୁଆଙ୍କୁ ଆଜି କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଭେଟି ସାହାଯ୍ୟର ହାତ ବଢ଼ାଇଛନ୍ତି l ଆଜି ଅପରାହ୍ନରେ ବିଧାୟକ ଶ୍ରୀ ନାୟକ ଅସହାୟଙ୍କ ଘରେ ପହଞ୍ଚି ସେମାନଙ୍କ ଦୁଃଖରେ ସମଦୁଃଖୀ ହୋଇ ସମବେଦନା ଜଣାଇବା ସହ ପିଲାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ l ଏହାସହ ସେମାନଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଆବାସ, ସୂର୍ଯ୍ୟ ଘର, ପିଲାମାନଙ୍କ ପାଠପଢା, ରାସନ କାର୍ଡ଼ରେ ନାମ ଲେଖାଇବା ଆଦି କଥା ବୁଝି ସମ୍ପୃକ୍ତ ବିଭାଗୀୟ ଆଦିକାରୀଙ୍କ ସହ କଥାହୋଇ ନିଶ୍ଚିତ କରିଥିଲେ l ବିଧାୟକଙ୍କ ସହାନୁଭୂତି ଅତ୍ୟନ୍ତ ପ୍ରଶଂସନୀୟ ବୋଲି ଗ୍ରାମବାସୀ ପ୍ରକାଶ କରିଥିଲେ l ପ୍ରକାଶ ଥାଉକି 2025 ମସିହାରେ ସେମାନଙ୍କ ବାପା ବାହନ ଡାକୁଆ (40) ଙ୍କ ଦେହାନ୍ତ ହୋଇଥିଲା । ଦୁଃଖ କଷ୍ଟରେ ମା ସୁକାନ୍ତି 4 ସନ୍ତାନକୁ ନେଇ ଯେନେତେନେ ପ୍ରକାରେ ଚଳି ଆସୁଥିଲେ । ବିଧିର ବିଧାନ କେତେ ଦାରୁଣ । ଗତ 7 ତାରିଖ ଦିନ ତାଙ୍କ ମା ସୁକାନ୍ତି ଡାକୁଆ (36) ଙ୍କ ଦେହାନ୍ତ ହୋଇଯାଇଛି । ଘରେ 75 ବର୍ଷୀୟ ବୁଢ଼ୀ ମା। । ଏବେ କୁନି କୁନି ଚାରି ଛୁଆଙ୍କ ସାହାରା ହେବ କିଏ ?   ଚାରି ଛୁଆଙ୍କ ମଧ୍ୟରେ 3 ଝିଅ ଜଣେ ପୁଅ । ଘରେ ଟଙ୍କା ପଇସା ବୋଲି କିଛି ନାହିଁ । ଚାରି ଛୁଆଙ୍କ ମଧ୍ୟରୁ ବଡ ଝିଅ ପୂଜା ର ବୟସ ହେଉଛି 16 ବର୍ଷ । ସେ କଲେଜରେ ପଢୁଛି । ମଝିଆ ଝିଅ ଲିଜା ବୟସ (13) ସେ ଅଷ୍ଟମ ଶ୍ରେଣୀରେ ପଢୁଛି  । ସାନ ଝିଅ ରାତ୍ରୀ ବୟସ (10) ସେ ପଞ୍ଚମ ଶ୍ରେଣୀରେ ପଢୁଛି । ସବା ସାନ ହେଉଛି ପୁଅ ଭାଗବତ ଯାହାର ବୟସ ମାତ୍ର 2 ବର୍ଷ । ଏଭଳି ଦୁଃଖଦ ଘଟଣା ଯିଏ ଶୁଣୁଛି ତା ଆଖରୁ ଲୁହ ଝରି ପଡ଼ୁଛି । ବର୍ତ୍ତମାନ ଅଜା ଆଇ ଏହି ଛୁଆ ମାନଙ୍କର ଦାୟୀତ୍ବ ନେଉଛନ୍ତି । ସେମାନଙ୍କ ଆର୍ଥିକ ପରିସ୍ଥିତି ମଧ୍ଯ ସ୍ୱଚ୍ଛଳ ନାହିଁ । ଗୋଟିଏ ପଟେ ଚାରି ଛୁଆଙ୍କ ଚଳିବା ପାଇଁ ଟଙ୍କାର ଆବଶ୍ୟକତା ଥିବା ବେଳେ କେବଳ ବଦାନ୍ୟ ବ୍ୟକ୍ତିଙ୍କ ସାହାଯ୍ୟକୁ ଚାହିଁ ରହିଛନ୍ତି l

News Comment

You Might Also Like

BACK TO TOP