Breaking News

ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||     

ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର ସହିତ ଟଙ୍କା,ମୋବାଇଲ ଓ ମୁଖ୍ୟ ଅଭିଯୁକ୍ତ ଗିରଫ |

22-Aug-2026

ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ  ଜବତ : କିଙ୍ଗ୍ ପିନ୍ ଗିରଫ |

ଓଡିଶା ଜନମତ,ବାଲିଗୁଡ଼ା, ତା, ୨୨/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ :------

 କନ୍ଧମାଳ ପୋଲିସ୍ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ । ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ବ୍ରାଉନ୍ ସୁଗାର କାରବାରର ମୁଖ୍ୟ କିଙ୍ଗ ପିନ ବାଲିଗୁଡ଼ା କଟାରୀ ସାହିର ରାଧେଶ୍ୟାମ କାର୍ଜି (୨୭) କୁ ୫୯ ନଂ. ଜାତୀୟ ରାଜପଥ ଗୋଇବନ୍ଧା ପୋଲ ନିକଟରୁ ପୋଲିସ୍ ଗିରଫ କରିଥିବା ଜଣାପଡ଼ିଛି । ଅଭିଯୁକ୍ତ ନିକଟରୁ ୬.୭ ଗ୍ରାମ୍ ବ୍ରାଉନ୍ ସୁଗାର, ୨୧ କେଜି ୧୦୦ ଗ୍ରାମ ଗଞ୍ଜେଇ ସମେତ ନଗଦ ୧୨ ହଜାର ଟଙ୍କା ଓ ଗୋଟିଏ ମୋବାଇଲ୍ ଫୋନ୍ ଜବତ କରିଛି ପୋଲିସ୍। ଜବତ ବ୍ରାଉନ ସୁଗାର ଓ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୩ ଲକ୍ଷ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଆକଳନ କରାଯାଇଛି । ସେପଟେ ବାଲିଗୁଡ଼ା ଅଞ୍ଚଳରେ  ଦୀର୍ଘ ଦିନ ଧରି ରାଧେଶ୍ୟାମ ନୟାଗଡ଼ ଓ ଖୋର୍ଦ୍ଧା ଅଞ୍ଚଳରୁ ବ୍ରାଉନ୍ ସୁଗାର ଆଣି ବାଲିଗୁଡ଼ା ଅଞ୍ଚଳରେ କାରବାର ଚଳାଇଥିବା ବେଳେ ବେଆଇନ୍ ଗଞ୍ଜେଇ କାରବାର ମଧ୍ୟ କରୁଥିଲା । ପୂର୍ବରୁ ରାଧେଶ୍ୟାମ ଦୁଇଥର ଗିରଫ ହୋଇ ଜେଲ୍ ଯାଇ ଫେରିଥିବା ବେଳେ କିଛି ସହଯୋଗୀଙ୍କୁ ଧରି ଏବେ ମଧ୍ୟ ନିଶା କାରବାର କୁ ଜୋରଦାର କରି ଚଳାଇଥିବା ଘଟଣା ବାଲିଗୁଡା ପୋଲିସ କୌଣସି ସୂତ୍ରରୁ ଖବର ପାଇ ଥାନା ଅଧିକାରୀ ସମିର କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ପୋଲିସ୍ ପକ୍ଷରୁ ଏକ ସ୍ବତନ୍ତ୍ର ଟିମ୍ ଗଠନ କରି ଅଭିଯୁକ୍ତକୁ ଗିରଫ କରାଯାଇ ବାଲିଗୁଡ଼ା ଥାନାରେ ଏନ୍‌ଡିପିଏସ୍‌ ଆଇନର ଧାରା ୨୦(ବି)(ii)(C)/୨୧(ବି) ଅନୁଯାୟୀ କେଶ ନଂ. ୨୧୫/୨୬ ରେ ଏକ ମାମଲା ରୁଜୁ ହୋଇଛି। ଏହି  ଘଟଣାରେ ବର୍ତ୍ତମାନ ସୁଦ୍ଧା ଆହୁରି ୫/୬ ଜଣ ସମ୍ପୃକ୍ତ ଥିବା ଘଟଣା ସାମ୍ନାକୁ ଆସିଛି, ଏନେଇ ପୋଲିସ୍ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଥିବା ବିଷୟ  ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେ ସୂଚନା ଦେଇଛନ୍ତି ।

News Comment

You Might Also Like

BACK TO TOP