Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |

22-Aug-2026

ପଞ୍ଚମ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ଉଦୀୟମାନ ଫଟୋ ଗ୍ରାଫର ବୁଲୁ ଭୁବନେଶ୍ୱରରେ ସମ୍ମାନିତ

ଓଡିଶା ଜନମତ ବାଲିଗୁଡା, ତା, ୨୨/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ :----- ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ  ଭବନ ପରିସରରେ ନୂତନ ଭବିଷ୍ୟତ ନିର୍ମାଣର ସୁତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ୱ ଫୋଟ ଗ୍ରାଫି ଦିବସ ଉପଲକ୍ଷେ  ୫ମ ରାଜ୍ୟ ସ୍ତରୀୟ ଫଟୋ ପ୍ରଦର୍ଶନୀ - ୨୦୨୬ ଆୟୋଜନ ହୋଇଥିଲା । ଦୀର୍ଘ ୪ ଦିନ ଧରି ଆୟୋଜିତ ଏହି ଉତ୍ସବରେ ପ୍ରତିଦିନ ରାଜ୍ୟର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସମେତ ଫୋଟୋ ଗ୍ରାଫର ମାନେ ନିଜ ନିଜର ଆକର୍ଷଣୀୟ ଫୋଟୋ ଗୁଡିକୁ ପ୍ରଦର୍ଶନ କରିଥିଲେ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡାର ଉଦୀୟମାନ ଫୋଟ ଗ୍ରାଫର ବୁଲୁ ଏଥିରେ ଅଂଶ ଗ୍ରହଣ କରି ନିଜ କ୍ୟାମେରା ଲେନସ ରେ ଅଞ୍ଚଳ ର ବିଭିନ୍ନ ସ୍ଥାନରୁ ଉଠାଇଥିବା ଫଟୋ ସ୍ଥାନ ପାଇ ଅତିଥି ମାନଙ୍କ ଠାରୁ ମାନପତ୍ର ଓ ଟ୍ରଫି ଗ୍ରହଣ କରିଛନ୍ତି । ସମଗ୍ର କନ୍ଧମାଳ ଜିଲାରୁ ଦ୍ୱିତୀୟ ଥର ପାଇଁ ବୁଲୁ ଜଣେ ମାତ୍ର ସମ୍ମାନିତ ହୋଇଥୁବାରୁ ଜିଲ୍ଲା ପାଇଁ ଗୌରବ ଆଣି ପାରିଛନ୍ତି l ସୂଚନା ଯୋଗ୍ୟ ଯେ, ଏହା ପୂର୍ବରୁ ଚତୁର୍ଥ ରାଜ୍ୟସ୍ତରୀୟ ଫଟୋ ପ୍ରତିଯୋଗିତାରେ ମଧ୍ୟ  ସମ୍ମାନିତ ହେବା ସହ ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକାରୀ ଓ ଉପ ଜିଲ୍ଲାପାଳଙ୍କ ଦ୍ୱାରା ପ୍ରଶାସନ ର ସଠିକ ଫୋଟ ଉତ୍ତୋଳନ କରି ସମ୍ମାନିତ ହୋଇଥିଲେ l ଏ ନେଇ ସବୁ ମହଲ ରୁ ଶୁଭେଚ୍ଛା ର ସୁଅ ଛୁଟିବାରେ ଲାଗିଛି l

News Comment

You Might Also Like

BACK TO TOP