Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |

22-Aug-2026

ମନାସଙ୍କ ଶବ ଦାହ କରିବାକୁ ଯାଇ ଶବ ପାଲଟିଗଲେ କରୁଣାକର l

ଓଡିଶା ଜନମତ,ବେଗୁନିଆପଡା : 22/08/26 :

ଭଞ୍ଜ କିଶୋର ମହାରଣା l

ଜଣଙ୍କ ଶବ ଦାହ କରିବାକୁ ଯାଇ ଶ୍ମଶାନରେ ହୃଦଘାତରେ ଟଳି ପଡିଲେ ସମ୍ପର୍କୀୟ l ଏମିତି ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ବେଗୁନିଆପଡା ବ୍ଲକ ଅନ୍ତର୍ଗତ ସୁମଣ୍ଡଳ ପଞ୍ଚାୟତର ଭାଲିଆ ଝର ଗ୍ରାମରେ। ଭାଲିଆ ଝର ଗ୍ରାମର ବଳିଆ ପାଣ୍ଡିଙ୍କ ପୁଅ ମନାସ ପାଣ୍ଡି (45) ଙ୍କର ଆଜି ସକାଳୁ ମୃତ୍ୟୁ ହେବା ପରେ ତାଙ୍କୁ ଗ୍ରାମ ଶ୍ମଶାନକୁ ସଂସ୍କାର କରିବାକୁ ନିଆଯାଇଥିଲା। ତାଙ୍କ ଶବ ସତ୍କାର କରିବା ଲାଗି ଏହି ବ୍ଲକ ଅନ୍ତର୍ଗତ ବୁରୁଝରୀ ପଞ୍ଚାୟତର କନିଆରୀ ବାଡ଼ି ଗ୍ରାମର ମନାସଙ୍କ ସଙ୍ଗାତ ସମ୍ପର୍କୀୟ ଭବାନୀ ସାହୁଙ୍କ ପୁଅ କରୁଣାକର ସାହୁ ଯାଇଥିଲେ। ମନାସଙ୍କ ଶବ ଦାହ ସମୟରେ କରୁଣାକରଙ୍କ(42) ହୃଦଘାତ ହେବା ଯୋଗୁଁ ସେ ସେଠାରେ ଟଳି ପଡିଲେ। ତାଙ୍କୁ ତୁରନ୍ତ ସୁମଣ୍ଡଳ ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଘରେ ତାଙ୍କର ଗୋଟିଏ ଝିଅ ଓ ଗୋଟିଏ ପୁଅ ଅଛନ୍ତି l ମୃତ ମନାସ ମଧ୍ୟ ସୁମଣ୍ଡଳ ସ୍ଥିତ ଏକ ଗ୍ୟାସ ଏଜେନସିରେ ସପ୍ଲାୟାର ଭାବେ କାର୍ଯ୍ୟ କରୁଥିଲେ।ଘଟଣା ଘଟିବା ପରେ ଅଂଚଳରେ ଶୋକର ଛାୟା ଖେଳି ଯାଇଛି।

News Comment

You Might Also Like

BACK TO TOP