Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |

22-Aug-2026

ଖଲ୍ଲିକୋଟ: ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷାରେ ଛାତ୍ରଛାତ୍ରୀଙ୍କ କୃତିତ୍ବ |

 ଓଡିଶା ଜନ ମତ ବ୍ୟୁରୋ, 

ଖଲ୍ଲିକୋଟ ବ୍ଲକ ବି.ନଳିନାକ୍ଷପୁର ପଞ୍ଚାୟତ ଅନ୍ତର୍ଗତ ବି.ନଳିନାକ୍ଷପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସ୍ଵର୍ଣ୍ଣପ୍ରଭା ଗୌଡ଼,ପିତା:ପ୍ରଫୁଲ୍ଲ କୁମାର ଗୌଡ଼ ଏବଂ ଓମ୍ ପାଣିଗ୍ରାହୀ, ପିତା:ମହେଶ୍ୱର ପାଣିଗ୍ରାହୀ ଉଭୟ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷାରେ ଯଥାକ୍ରମେ ୨୦୨୩-୨୪ ଏବଂ ୨୦୨୪-୨୦୨୫ ବର୍ଷ ପାଇଁ ପାଇଁ ମନୋନୀତ ହୋଇଥିବାରୁ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନାତନ ମହାଙ୍କୁଡ, ସହକାରୀ ଶିକ୍ଷକଶିକ୍ଷୟିତ୍ରୀ ଯଥା ଅଳକା କୁମାରୀ ଆଚାର୍ଯ୍ଯ, ବିଜ୍ଞାନୀ କୁମାରୀ ନାୟକ, ମନୋରଞ୍ଜନ ସାମନ୍ତରାୟ ଏବଂ ଦୀପକ କୁମାର ଶ ସେମାନଙ୍କୁ ଅଭିବାଦନ ଜଣାଇବା ସହ ଉଜଳ୍ୱମୟ ଭବିଷ୍ୟତ କାମନା କରିଛନ୍ତି l

ରିପୋର୍ଟ-
ଡକ୍ଟର ଦ୍ବାରିକାନାଥ ମହାରଣା
ଖଲ୍ଲିକୋଟ, ଗଞ୍ଜାମ

News Comment

You Might Also Like

BACK TO TOP