Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |

23-Aug-2026

ବାରିପଦା ଟାଉନ ଥାନା ଏସଆଇଙ୍କ ସମେତ ପରିବାରର ୭ ଜଣଙ୍କ ନାମରେ ମାମଲା ରୁଜୁ। ବିବାହର ପ୍ରତିଶୃତି ଦେଇ  ପ୍ରାତାରଣା ଅଭିଯୋଗ ରେ |

 ଓଡିଶା ଜନ ମତ ବ୍ୟୁରୋ, 

ଦେଶର ଯିଏ ରକ୍ଷକ, ଯାହାକୁ ଲୋକେ ସମ୍ମାନ ଦିଅନ୍ତି ସେଇ ରକ୍ଷକ ଯଦି ଭକ୍ଷକ ହେବ ତେବେ ତାଙ୍କୁ ଆଇନ କେଉଁ ଦଣ୍ଡ ରେ ଦଣ୍ଡିତ କରିବ ତାହା ସମୟ କୁହିଁ ଅପେକ୍ଷା | ଆଉ ଜନ ସାଧାରଣ କାହା ଉପରେ ରଖିବେ ଭରସା ଓ ବିଶ୍ୱାସ ||ଖାକି ପୋଷାକରେ ପୁଣି ଲାଗିଛି କଳଙ୍କ। ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗ। ବାରିପଦା ଟାଉନ ଥାନାରେ କାର୍ଯ୍ୟରତ ସବ୍-ଇନ୍ସପେକ୍ଟର ପ୍ରଭାତ ନାୟକଙ୍କ ସମେତ ତାଙ୍କ ପରିବାରର ୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା ରୁଜୁ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଅଭିଯୁକ୍ତ ଏସଆଇଙ୍କ ଘର କେନ୍ଦୁଝର ଜିଲ୍ଲାରେ ହୋଇଥିବା ବେଳେ ପୀଡ଼ିତାଙ୍କ ଘର ପୁରୀ ଜିଲ୍ଲାରେ। ଉଭୟଙ୍କ ମଧ୍ୟରେ ବିଗତ ପ୍ରାୟ ଏକ ବର୍ଷ ଧରି ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପୂର୍ବରୁ ମଧ୍ୟ ବିବାହକୁ ନେଇ ବିବାଦ ଉପୁଜିବାରୁ କେନ୍ଦୁଝରର ଏକ ଥାନାରେ ଉଭୟ ପକ୍ଷଙ୍କ ମଧ୍ୟରେ ଆପୋଷ ବୁଝାମଣା କରାଯାଇଥିଲା। ଏହା ପରେ ତିନି ମାସ ଧରି ଉଭୟ ବାରିପଦାରେ ଏକତ୍ର ରହୁଥିଲେ। ମାତ୍ର କିଛି ଦିନ ପରେ ଅଭିଯୁକ୍ତ ଅନ୍ୟ ଜଣେ ଯୁବତୀଙ୍କ ସହ ସମ୍ପର୍କରେ ଥିବା ପୀଡ଼ିତା ଜାଣିବାକୁ ପାଇବା ପରେ ଉଭୟଙ୍କ ମଧ୍ୟରେ ତିକ୍ତତା ଓ ମନୋମାଳିନ୍ୟ ଚରମ ସୀମାରେ ପହଞ୍ଚିଥିଲା ଏବଂ ପରେ ଏସଆଇ ଜଣକ ପୀଡ଼ିତାଙ୍କୁ ଧରାଛୁଆଁ ଦେଇନଥିଲେ। ନିରାଶ ହୋଇ ପୀଡ଼ିତା ଏ ସମ୍ପର୍କରେ ମୟୂରଭଞ୍ଜ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ (ଏସପି)ଙ୍କ ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଥିଲେ। ଏସପିଙ୍କ ନିର୍ଦ୍ଦେଶକ୍ରମେ ବାରିପଦା ଟାଉନ ଥାନାରେ କେସ୍ ନଂ ୫୪୨/୨୬ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ପ୍ରଭାତଙ୍କ ସମେତ ତାଙ୍କ ପରିବାରର ୭ ଜଣଙ୍କ ବିରୋଧରେ ପୋଲିସ ତଦନ୍ତ ଜାରି ରଖିଛି।

News Comment

You Might Also Like

BACK TO TOP