Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଦାରିଙ୍ଗବାଡି ଥାନା ଅଞ୍ଚଳ ରେ ହୋମ ଗାର୍ଡ ଙ୍କ ସହ ପାଞ୍ଚ ଗିରିଫ |

13-Dec-2024

ଅଡିଓ ଭାଇରାଲ ପରେ ହୋମଗାର୍ଡଙ୍କ ସମେତ ୫ ଗିରଫ,

          ଓଡିଶା ଜନମତ ବ୍ୟୁରୋ ,

ବାଲିଗୁଡା,୧୩/୧୨:  କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗ ବାଡ଼ି ଥାନା ଅଞ୍ଚଳରେ ଗଞ୍ଜେଇ ଗଛକୁ ନ କାଟିବା ପାଇଁ ଗଞ୍ଜେଇ ଚାଷୀଙ୍କ ସହ କଥାବାର୍ତ୍ତା ହେଉଥିବା ଅଡିଓ ଭାଇରାଲ ଘଟଣାରେ ପରେ ପୋଲିସର କାର୍ଯ୍ୟାନୁଷ୍ଠାନ। ଦାରିଙ୍ଗବାଡ଼ି ପୋଲିସ ଜଣେ ହୋମଗାର୍ଡଙ୍କ ସହ ୫ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ମାନେ ହେଲେ ଦାରିଙ୍ଗବାଡ଼ି ଥାନାର ହୋମଗାର୍ଡ ସତ୍ୟଜିତ ମଲିକଙ୍କ ସମେତ ଗଞ୍ଜେଇ ଚାଷରେ ସମ୍ପୃକ୍ତି ଥିବା ମାନସ ପ୍ରଧାନ, ରାଜୁ ବେହେରା, ପ୍ରଫୁଲ କୁମାର ପ୍ରଧାନ ଏବଂ ଆଦିକନ୍ଦ ପ୍ରଧାନ ବୋଲି ଏକ ଖବରଦାତା ସମ୍ମିଳନୀରେ କନ୍ଧମାଳ ଜିଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସ୍ନେହାଶିଷ ସାହୁ ସୂଚନା ଦେଇ କହିଛନ୍ତି ଯେ, ଗୁରୁବାର ଉକ୍ତ ଥାନା ପରପାଙ୍କା ଏବଂ ପ୍ଲିହେରି ଅଞ୍ଚଳରେ ୭୦ ଏକର ଜମିରେ ଗଞ୍ଜେଇ ଗଛ କଟାଯାଇଛି। ବେଆଇନ ଗଞ୍ଜେଇ ଗଛ ବିରୋଧରେ କନ୍ଧମାଳ ଏସ୍‌ପି ହରିଶ ବିଶିଙ୍କନିର୍ଦ୍ଦେଶପ୍ରକାରେ ସାରା ଜିଲାରେ ଚାଲିଥିବା ବେଆଇନ ଗଞ୍ଜେଇ ଚାଷକୁ ରୋକିବା ପାଇଁ ପଦକ୍ଷେପ ନିଆଯାଇଛି। ତେବେ ଉକ୍ତ ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ଚାଲିଥିବା ଖବରପାଇବା ପରେ ଆଇଆଇସି ଅଶୋକ କୁମାର ହାଁସଦାଙ୍କ ନେତୃତ୍ୱରେ ପୋଲିସ ଗଞ୍ଜେଇ ଗଛ କାଟି ଥିଲା। ତେବେ ପୂର୍ବରୁ ଏହି ଚାଷକୁ କାର୍ଯ୍ୟରତ ହୋମଗାର୍ଡ ସତ୍ୟଜିତ୍‌ ଗଛ କଟାଯିବ ନାହିଁ ବୋଲି ଚାଷୀଙ୍କୁ ଉତ୍କୋଚ ଦାବି କରିଥିଲେ। ତୁରନ୍ତ ସନ୍ଧ୍ୟା ଭିତରେ ପହଞ୍ଚି ବଡ଼ ସାର୍‌ଙ୍କୁ ଭେଟିବାକୁ ସେ ପରାମର୍ଶ ଦେଇଥିଲେ। ଯାହାକି ଅଡିଓ ଭାଇରାଲର ପ୍ରାଥମିକ ତଦନ୍ତ ରେ କାର୍ଯ୍ୟାନୁଷ୍ଠାନ କରାଯାଇ ଥିବା ବେଳେ ଏହାର ଅଧିକ ତଦନ୍ତ ଚାଲିଥିବା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଏ ଏସ ପି (ଆଡିଶନାଲ ଏସ୍‌ପି ) ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ବାଲି ଗୁଡ଼ା ଏସ୍‌ଡିପିଓ କମଳ କୁମାର ପଣ୍ଡା, ଆଇଆଇସି ଅଶୋକ କୁମାର ହାଁସଦା ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP