Breaking News

ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||     

ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |

24-Aug-2026

ଚୋରି ମାମଲାର ଅଭିଯୁକ୍ତ ଗିରଫ, ଦୁଇଟି ଗାଡ଼ି ଜବତ | 

ଓଡିଶା ଜନ ମତ ବ୍ୟୁରୋ, 

 ଯାଜପୁର ରୋଡ଼ ଥାନା ପୋଲିସ କୁ ମିଳିଛି ଏକ ବଡ଼ ସଫଳତା  |  କିଛି ଦିନ ହେଲା ଚୋରି ଯାଇଥିବ  ଏକ ଚୋରି ମାମଲାର ପର୍ଦ୍ଦାଫାଶ କରି ଜଣେ ଅଭ୍ୟାସଗତ ଚୋରକୁ ଗିରଫ କରିବା ସହ ଚୋରି ହୋଇଥିବା ଦୁଇଟି ଗାଡ଼ି ଉଦ୍ଧାର କରିଛି। ଏହି ଘଟଣା ଯାଜପୁର ରୋଡ଼ ଥାନା କେସ୍ ନଂ-୪୬୬, ୧ ଅଗଷ୍ଟରେ ରୁଜୁ ହୋଇଥିଲା।ପୋଲିସ ସୂଚନା ଅନୁଯାୟୀ, ସାୟଦପୁର ଅଞ୍ଚଳର ଅଭିଯୋଗକାରୀ ଅବୁଦୁଲ ରଜିତ ଖାଁ ସେ ଦାନଗଦି ନିୟୁ ସିଆରିଆ କୋଲାନିରେ ଭଡା ଘରେ ରହୁଥିବା ବେଳେ ତାଙ୍କ ଘର ସାମ୍ନାରେ ରଖିଥିବା OD-34-4086 ନମ୍ବର ବିଶିଷ୍ଟ ହିରୋ ଗ୍ଲାମର ମୋଟରସାଇକେଲ୍ ଚୋରି ହୋଇଥିବା ନେଇ ଅଭିଯୋଗ କରିଥିଲେ।
ଘଟଣାର ତଦନ୍ତ ସମୟରେ ପୋଲିସ ବିଭିନ୍ନ ସ୍ଥାନର ସିସିଟିଭି ଫୁଟେଜ୍ ଓ ଅନ୍ୟାନ୍ୟ ପ୍ରମାଣ ସଂଗ୍ରହ କରି ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲା। ରବିବାର ସକାଳ ପ୍ରାୟ ୯ଟା ବେଳେ ପରିବହନ ବିଭାଗ ପକ୍ଷରୁ ଚେକିଂ ନିକଟରେ ଚଢ଼ାଉ କରି ଅଭିଯୁକ୍ତଙ୍କୁ କାବୁ କରାଯାଇଥିଲା |ଗିରଫ ଅଭିଯୁକ୍ତ ହେଲେ ଯାଜପୁର ରୋଡ଼ ଥାନ ଅନ୍ତର୍ଗତ ଯୋଗୀ ସାହି(ହୁଡିସାହି) ଗ୍ରାମର ଟିମା ସିରିକା ପୁଅ ମାଧବ ।ଅଭିଯୁକ୍ତଙ୍କ ନିକଟରୁ ଚୋରି ହୋଇଥିବା  ହିରୋ ଗ୍ଲାମର (OD-34-4086) ସହ ହୋଣ୍ଡା ସ୍କୁଟି (OD-02-BA-0368) ମଧ୍ୟ ଜବତ କରାଯାଇଛି। ପ୍ରାଥମିକ ତଦନ୍ତରୁ ସ୍କୁଟିଟି ମଧ୍ୟ ପୂର୍ବରୁ ଚୋରି ହୋଇଥିବା ଜଣାପଡ଼ିଛି।ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ବେଳେ, ଏହି ଘଟଣାରେ ଅଧିକ ତଦନ୍ତ ଜାରି ରହିଛି।

News Comment

You Might Also Like

BACK TO TOP