Breaking News

କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||     

ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,

24-Aug-2026

ମାଙ୍କଡ଼ ମାନଙ୍କର ଉପଦ୍ରବରେ ଛାତ ଉପରୁ ପଡ଼ି ଯୁବତୀ ଜଣକ ଗୁରୁତ୍ତର , ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି ।

 ଓଡିଶା ଜନ ମତ,ଛତ୍ରପୁର, ତା. ୨୪ / ୮,

କେ.ସତ୍ୟନାରାୟଣ ରେଡ୍ଡୀ :---
ଛତ୍ରପୁର ସହରାଞ୍ଚଳରେ ମାଙ୍କଡ଼ ମାନଙ୍କର ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି, ଏଭଳି ଅନେକ ଲୋକଙ୍କର ମୃତାହତ ହୋଇଆସୁଛନ୍ତି । 
    ଗଞ୍ଜାମ ଜିଲ୍ଲା ପ୍ରଶାସନକୁ ବହୁ ବାର ଜନସାଧାରଣଙ୍କର ଦାବୀ ହୋଇ ଆସିଥିବା ବେଳେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଏଦିଗରେ କୌଣସି ପଦକ୍ଷେପ ଗ୍ରହଣ କରିନଥିବା ଅବା ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିନଥିବା ନେଇ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି । ଉଚ୍ଚ କର୍ତ୍ତୃପକ୍ଷ ତଥା ଗଞ୍ଜାମ ଜିଲ୍ଲାପାଳ ଏ ଦିଗରେ ଜରୁରୀ ପଦକ୍ଷେପ ତଥା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି ବିଭିନ୍ନ ମହଲରେ ମତପ୍ରକାଶ ପାଇଛି |  ସୂଚନା ଯୋଗ୍ୟ ଯେ` ସୋମବାର ସକାଳେ ସୁଶ୍ରୀ କେ. ତପସ୍ୱିନୀ ନାୟକ (୩୬) ମାଙ୍କଡ଼ ମନଙ୍କର ଉପଦ୍ରବରେ ଛାତ ଉପରୁ ତଳ ଘର ଛାତ ଉପରେ ପଡ଼ି ଗୁରୁତ୍ତର ଆହତ ହୋଇଛନ୍ତି । ସେ ଚାଇଲ୍ଡ ପ୍ରୋଟେକସନ୍ ୟୁନିଟ ରେ କାର୍ଯ୍ୟରତ ଜଣେ ମହିଳା ବୋଲି ଜଣାଯାଇଛି ।ଗୁରୁତର ଆହତ ଜଣକ ମହିଳା ସେ ଛତ୍ରପୁର ମ୍ୟୁନିସିପାଲିଟୀ ଅଞ୍ଚଳ ଦେବୀନଗର, ଦ୍ୱିତୀୟ ଲେନ୍ ରେ ଗୋଟିଏ ଭଡ଼ା ଘରେ ମାତ୍ର ଦୁଇ ଦିନ ହେଲା ରହି ଆସୁଛନ୍ତି । ଏଠାରେ ଉଲ୍ଲେଖଯୋଗ୍ୟ ଯେ ` ଛାତ ଉପରେ ମାଙ୍କଡ଼ ଗୋଡ଼ାଇବାରେ ସେ ଉପର ଛାତ ରୁ ତଳ ଛାତ ରେ ପଡ଼ି ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଅବସ୍ଥା ଗୁରୁତର ହେବାରୁ ଛତ୍ରପୁର ହସ୍ପିଟାଲ୍ ରେ ପ୍ରାଥମିକ ଚିକିତ୍ସା କରାଯାଇ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି ।
ଘଟଣା ସ୍ଥଳରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ପହଞ୍ଚି ଗୁରୁତର ଆହତ ଙ୍କ ବିଷୟରେ ଅନୁଧ୍ୟାନ କରି ଡାକ୍ତରୀ ଟିମ୍ ଙ୍କ ସହ କଲ୍ କରି କଥା ହୋଇ ବିହିତ ପଦକ୍ଷେପ ଗ୍ରହଣ କରିଛନ୍ତି । ସେପଟେ ଗଞ୍ଜାମ ଜିଲ୍ଲାପାଳ ୱି କୀର୍ତ୍ତି ଭାସନ ମଧ୍ୟ ଏହି ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରି ଗୁରୁତ୍ତର ଆହତ ଙ୍କୁ ନେଇ ଉତ୍ତମ ଚିକିତ୍ସା ସେଵା ଦିଗରେ ଗୁରୁତ୍ୱ ଦେଇଛନ୍ତି ।।

News Comment

You Might Also Like

BACK TO TOP