Breaking News

NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||     

ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |

24-Aug-2026

ସ୍ବର୍ଗତ ପଦ୍ମନାଭ ସାହୁଙ୍କ ଦ୍ବାଦଶାହ କାର୍ଯ୍ଯରେ ପ୍ରାକ୍ତନ ମନ୍ତ୍ରୀଙ୍କ ଯୋଗଦାନ।

ପୋଲସରା,୨୪।୮,

ଡ.କୁମୁଦ ଚନ୍ଦ୍ର ବେହେରା):------

ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ଗ୍ରାମର ପୂର୍ବତନ ସରପଞ୍ଚ ତଥା ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ସ୍ବର୍ଗତ ପଦ୍ମନାଭ ସାହୁଙ୍କ ଦ୍ବାଦଶାହ କାର୍ଯ୍ଯ ୨୪/୮/୨୬ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଶ୍ରୀକାନ୍ତ ଯୋଗଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିଛନ୍ତି। ଏହା ସହିତ ଏକ ସଭାର ଆୟୋଜନ କରି ସ୍ମୃତି ଚାରଣ କରିଥିଲେ। ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ, ବିଜେଡି ବ୍ଳକ ସଭାପତି ସୁରେନ୍ଦ୍ରନାଥ ପ୍ରଧାନ, ସତ୍ୟନାରାୟଣ ସାହୁ,ଗୋରାଚାନ୍ଦ ସାହୁ,ବିଜୟ ସ୍ବାଇଁ, ସୂର୍ଯ୍ୟ ନାରାୟଣ ପାଢ଼ୀ, ସୁରେନ୍ଦ୍ର ପ୍ରଧାନ, ସନ୍ତୋଷ ବିଶ୍ବାଳ,ଶରତ ପାଣିଗ୍ରାହୀ,ମନୋଜ କୁମାର ସାହୁ, ମହେନ୍ଦ୍ର କୁମାର ସାହୁ(ପୁଅ)କବିତା ସାହୁ,ରମିତା ସାହୁ(ବୋହୁ)ମଞ୍ଜୁବାଳା ସାହୁ,ମମତା ସାହୁ (ଝିଅ) ଅରୁଣ ବେହେରା (ଜ୍ବାଇଁ)ଅସେନ କୁମାର ସାହୁ,ରୋସେନ ସାହୁ, ଲକ୍ଷ୍ମୀ ସାହୁ, ଅର୍ପିତା ସାହୁ, ରାଜେଶ ସାହୁ, ଅନନ୍ତ ସାହୁ (ନାତି ନାତୁଣୀ)
ବନ୍ଧୁ ବର୍ଗ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP