Breaking News

2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||     

ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |

24-Aug-2026

ବରିଷ୍ଠ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର ଙ୍କ ପରଲୋକ । ବହୁ ବିଶିଷ୍ଟ ବ୍ୟକ୍ତି ଙ୍କ ଶୋକ ।

ଓଡ଼ିଶା ଜନମତ ପୋଲସରା,ସନ୍ତୋଷ କୁମାର ପଣ୍ଡା
ତ  ୨୪/୦୮/୨୦୨୬:----
ପୋଲସରା ପୌର ପରିଷଦ ଅନ୍ତର୍ଗତ ସିଲ୍ ସାହି ବାସିନ୍ଦା ବରିଷ୍ଠ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର ଙ୍କ ର ରବିବାର ଦିନ ରାତି ପ୍ରାୟ ସାଢେ଼ ଏଗାରଟା ବେଳେ ଭୁବନେଶ୍ୱର ର ଏକ ଘରୋଇ ହସ୍ପିଟାଲରେ ୬୨ ବର୍ଷ ବୟସରେ ପରଲୋକ ହୋଇ ଯାଇଛି । ଚଳିତ ମାସ ୧୨ ତାରିଖ ଦିନ ହୃଦଘାତରେ ଆକ୍ରାନ୍ତ ହେବାରୁ ସ୍ବର୍ଗତ ମିଶ୍ର ଙ୍କୁ ପରିବାର ଲୋକେ ଭୁବନେଶ୍ୱର ର ଗୋଟିଏ ଘରୋଇ ହସ୍ପିଟାଲକୁ ଚିକିତ୍ସା ପାଇଁ ନେଇଥିଲେ । ଅସ୍ତ୍ରୋପଚାର ପରେ ତାଙ୍କୁ କୋମା ହୋଇଯାଇଥିଲା । ରବିବାର ଦିନ ରାତି ରେ ତାଙ୍କର ପରଲୋକ ହୋଇଯାଇଥିଲା। ମୃତ୍ୟୁ ବେଳକୁ ତାଙ୍କ ନିକଟରେ ତିନି ପୁଅ ଶ୍ରୀକାନ୍ତ କୁମାର ମିଶ୍ର , ଅକ୍ଷାନ୍ତ କୁମାର ମିଶ୍ର ଓ ସୁମନ୍ତ କୁମାର ମିଶ୍ର ଉପସ୍ଥିତ ଥିଲେ । ଆଜି ସକାଳେ ତାଙ୍କର ଶେଷ କୃତ୍ୟ ସ୍ଥାନୀୟ ଶ୍ମଶାନ ଘାଟରେ ସମ୍ପନ୍ନ ହୋଇଛି । ତାଙ୍କ ର ବଡ଼ପୁଅ ଶ୍ରୀକାନ୍ତ କୁମାର ମିଶ୍ର ମୁଖାଗ୍ନି ଦେଇଥିଲେ । ସ୍ବର୍ଗତ ମିଶ୍ର ଙ୍କ ବିଯୋଗ ଖବର ପାଇବା ପରେ ଆସିକା ସାଂସଦ ଅନୀତା ଶୁଭଦର୍ଶନୀ ପଟ୍ଟନାୟକ , ପୂର୍ବତନ ସାଂସଦ କୁମୁଦିନୀ ପଟ୍ଟନାୟକଙ୍କ , ବରିଷ୍ଠ ସାମ୍ବାଦିକ କେ ସନ୍ତୋଷ କୁମାର ପାତ୍ର , ପୋଲସରା ପ୍ରେସ କ୍ଳବର ସଭାପତି କେ ସୁମିତା ପାତ୍ର , ହରିହର ପାତ୍ର , ସୁଶାନ୍ତ ମହାରଣା , ସନ୍ତୋଷ କୁମାର ପଣ୍ଡା , ଟି.ଆଶୀଷ କୁମାର ସୁବୁଦ୍ଧି,ସିମାଞ୍ଚଳ ସାହୁ , ଶିବ ପ୍ରସାଦ ସାହୁ , ପ୍ରଗତି ବନ୍ଧୁ ଦାସ , ସୁଧାଂଶୁ ଶେଖର ସାହୁ , ନାରାୟଣ ସାହୁ , ରୋହିତ ପ୍ରଧାନ ଏବଂ ରାମକୃଷ୍ଣ ପଟ୍ଟନାୟକ ଚାରିଟେବୁଲ ଟ୍ରଷ୍ଟ ର ଅଧ୍ୟକ୍ଷା ତଦସା ତମନ୍ନା ପଟ୍ଟନାୟକ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିବା ସହିତ ପରିବାର ର ସଦସ୍ୟ ମାନଙ୍କୁ ସମବେଦନା ଜଣାଇଛନ୍ତି।

News Comment

You Might Also Like

BACK TO TOP