Breaking News

ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||     

ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |

24-Aug-2026

ଶ୍ରାବଣ ଶେଷ ସୋମବାରରେ ଜଳାଭିଷେକ ପାଇଁ ଜାଲେଶପଟ୍ଟାର ଜଳେଶ୍ୱରରେ କାଉଡ଼ିଆଙ୍କ ପ୍ରବଳ ଭିଡ଼

ଓଡିଶା ଜନମତ,ବାଲିଗୁଡା, ତା, ୨୪/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ :----- ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ଥିବା ବିଭିନ୍ନ ଶୈବପୀଠ ରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆ ମାନେ ଗେରୁଆ ବସ୍ତ୍ର ପରିଧ୍ୟାନ ପୂର୍ବକ ଶିବ ଭକ୍ତମାନେ ନିଜ ମାନସିକ ପୂରଣ ପାଇଁ ନିକଟସ୍ଥ ଖଡ଼ଗ ନଦୀ ବାଲିରେ ଶିବଲିଙ୍ଗ ସ୍ଥାପନ କରି ପରମ୍ପରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା କରି କଳସରେ ନଦୀଜଳକୁ ଶ୍ରାବାଣୀ ଭାର କାନ୍ଧରେ ଧାରଣ କରି ଶହ ଶହ ସଂଖ୍ୟାରେ ଲମ୍ବା ଧାଡ଼ିରେ ବିଭିନ୍ନ ଶୈବପୀଠ ଅଭିମୁଖେ ବୋଲବମ ହର ହର ବମ ନାରା ଦେଇ ଯାଉଥିବା ଦେଖିବାକୁ ମିଳିଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା l ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳର ବିରୁପାକ୍ଷ ମନ୍ଦିର, ରାମେଶ୍ୱର ମନ୍ଦିର, ଧବଳେଶ୍ୱର ମନ୍ଦିର, ଜାଲେଶପଟ୍ଟାର ଜଳେଶ୍ୱର ମନ୍ଦିର, ଚକାପାଦ ର ବିରୁପାକ୍ଷ ମନ୍ଦିର, ଟିକାବାଲି ନିକଟସ୍ଥ ଡୁଙ୍ଗୀ ର ପଞ୍ଚଲିଙ୍ଗେଶ୍ୱର ମନ୍ଦିର ଭଳି ବିଭିନ୍ନ ଶୈବ ପୀଠ କୁ ଜିଲ୍ଲା ତଥା ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ଆସି ଜଳାଭିଷେକ କରିଥିଲେ। ଶ୍ରାବଣ ମାସର ଏହି ଶେଷ ସୋମବାର ଯୋଗୁଁ ରବିବାର ଠାରୁ ଜାଲେଶପଟ୍ଟା ର ଜଳେଶ୍ୱର ଶୈବ ପୀଠରେ ଶହ ଶହ କାଉଡିଆ ଜଳାଭିଷେକ କରିବା ପାଇଁ ଲମ୍ବା ଲାଇନ ଦେଖିବାକୁ ମିଳିଥିଲା l ନଦୀ ଘାଟ ଠାରୁ ପ୍ରତ୍ୟେକ ମନ୍ଦିର ପର୍ଯ୍ୟନ୍ତ ବିଭିନ୍ନ ସଂଗଠନ ପକ୍ଷରୁ କାଉଡ଼ିଆ ମାନଙ୍କ ଖାଇବା ପାଇଁ ପ୍ରସାଦ ବ୍ୟବସ୍ଥା କରାଯାଇଥିଲା ।

News Comment

You Might Also Like

BACK TO TOP