Breaking News

ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||     

ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |

24-Aug-2026

ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ

ଓଡିଶା ଜନମତ,ବାଲିଗୁଡା ,ତା, ୨୪/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ :-----

 କନ୍ଧମାଳ ଜିଲ୍ଲା  ବାଲିଗୁଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝି ଙ୍କ ପ୍ରଥମ ବାର୍ଷିକୀ ଉତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଛି l ଏହି ଅବସରରେ ସ୍ଥାନୀୟ ଗାନ୍ଧୀ ଛକ ଠାରୁ ଏକ ଶୋଭାଯାତ୍ରା ବାହାରି ସଭାଗୃହ ପର୍ଯ୍ୟନ୍ତ ଆସିଥିଲା । ସଭାଗୃହ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଯୋଗ ଦେଇ ତାଙ୍କର କରେନ୍ଦ୍ର ମାଝି ଜଣେ ଟାଣୁଆ ଆଦିବାସୀ ନେତା ଥିଲେ ଏହି ଅଞ୍ଚଳ ର ସଂସ୍କୃତି ,ପରମ୍ପରା ର ରକ୍ଷା କରିବା ସହ ବିକାଶ ରେ ମାଇଲ ଖୁଣ୍ଟ ରହିଥିଲେ ବୋଲି କହିଛନ୍ତି । ତାଙ୍କ ସହ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ , ବାଲିଗୁଡା ବିଧାୟକ ଚକ୍ରମଣି କହଁର , ବିଧାୟକଙ୍କ ପ୍ରତିନିଧି ଟୁନା ଦାସ ,ଜି.ଉଦୟଗିରୀ ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ,ଆଦିବାସୀ ଉନ୍ନୟନ ପରିଷଦ ଅଧକ୍ଷ ମାନ ଗୋବିନ୍ଦ ପ୍ରଧାନ , ଟ୍ରାଇଫେଡ ଅଧକ୍ଷ ପବିତ୍ର କହଁର , ପୂର୍ବତନ ବିଧାୟିକା ଅଜୟନ୍ତୀ ପ୍ରଧାନ , ବିଜେପି ଜିଲ୍ଲା ସଭାପତି ପଣ୍ଡିତ ବିଶିମାଝି , ଜିଲ୍ଲା ଆଦିବାସୀ ଉନ୍ନୟନ ପରିଷଦ ଉପାଧକ୍ଷା କଲ୍ପନା କହଁର , ରାଜ୍ୟ ସମ୍ପାଦକ ଭଗବାନ ମହାନ୍ତି , ବୌଦ୍ଧ ସ୍ଵାମିଜି ଅଯୋଧ୍ୟା ଦାସ , ଜଗନ୍ନାଥ ସାହୁ , ନେତ୍ର ମାନସେଠ , ଲିଙ୍ଗରାଜ ଦଳବେହେରା , ଜିଲ୍ଲା ପରିଷଦ ଉର୍ବଶୀ ନାୟକ , ଜୁଲିମା ଦଳବେହେରା ପ୍ରମୁଖ ଉପସ୍ଥିତ ରହି ଫୋଟ ଚିତ୍ର ରେ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।  ଦେବେନ୍ଦ୍ର କୁଦେଇ ମଞ୍ଚ ପରିଚାଳନା କରିଥିବା ବେଳେ ବନବାସୀ ସେବା ସମିତି ର କୁନି କୁନି କଳାକାର ସଙ୍ଗୀତ ଗାନ କରିଥିଲେ ଶେଷ ରେ ପୂର୍ବତନ ବିଧାୟକ କରେନ୍ଦ୍ର ମାଝି ଙ୍କ ପୁଅ ଚିରଞ୍ଜିବୀ ମାଝି ଧନ୍ୟବାଦ ପ୍ରଦାନ କରିଥିଲେ l

News Comment

You Might Also Like

BACK TO TOP