Breaking News

ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||     

ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||

24-Aug-2026

ଲଗାଣ ବର୍ଷାରେ ଗ୍ରାମାଞ୍ଚଳ ର ବିଭିନ୍ନ ରାସ୍ତା କେନାଲ ଧୋଇଗଲା : ମାତି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ

ଓଡିଶା ଜନମତ,ବାଲିଗୁଡା, ତା, ୨୪/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ : -----

କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦିଗିପଡି ଗାଁ ରେ ରାସ୍ତା କୁ ଲାଗି ଏକ କେନାଲ ରହିଛି l ପ୍ରତି ବର୍ଷ ବର୍ଷା ଦିନରେ ଏହି କେନାଲ ରେ ପ୍ରବଳ ମାତ୍ରା ରେ ପାଣି ଯିବା ଦ୍ୱାରା ମାଟି ଅତଡ଼ା ଖସି ଖସି ରାସ୍ତା ଧୋଇ ହୋଇ ଯାଉଛି, ଯାହାକି, ଚଳିତ ବର୍ଷ ଲଗାଣ ବର୍ଷା ଦ୍ୱାରା ମଧ୍ୟ ମାଟି ଧୋଇ ହୋଇ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି l ଯାହାଫଳରେ ଜନସାଧାରଣ ଙ୍କ ଚଲାପଥ ରାସ୍ତା ବିପଦ ସଂକୁଳ ଅବସ୍ଥା ରେ ରହିଛି, ଏହି ରାସ୍ତା ଦେଇ ପ୍ରାୟ ତିନଟି ରାଜସ୍ବ ଗ୍ରାମ ଦିଗିପଡି, ଗପକେତା, ଓ ଟକଲା ପଦର ଗ୍ରାମର ପ୍ରାୟ ୩୦୦ ରୁ ଉର୍ଦ୍ଧ ଜନସାଧାରଣ ପ୍ରତିଦିନ ଯାତାୟାତ କରିଥାନ୍ତି l ରାସ୍ତାରେ ମାଟି ଧୋଇ ଘାଇ ସୃଷ୍ଟି ହୋଇ ବଡ଼ ଖାଲ ହୋଇ ଥିବାରୁ ଅନେକ ଗୃହ ପାଳିତ ପଶୁ ମାନଙ୍କ ଜୀବନ ମଧ୍ୟ ଚାଲି ଯାଇଛି, ଏହି ରାସ୍ତା ରେ ସ୍କୁଲ ପିଲାଠୁ ଆରମ୍ଭ କରି ସମସ୍ତ ଗ୍ରାମବାସୀ ମାନେ ଜୀବନ କୁ ବାଜି ଲଗାଇ ବିପଦ ସଂଙ୍କୁଳ ଅବସ୍ଥାରେ ଯାତାୟାତ କରିଥାନ୍ତି l ଏ ସମ୍ପର୍କ ରେ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଗ୍ରାମବାସି ମାନେ ଅଭିଯୋଗ ଜଣାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କୌଣସି ସୁଫଳ ମିଳି ନାହିଁ l ଏହି ସମସ୍ୟା ସମ୍ପର୍କ ରେ  ଅବଗତ ହେବା ପରେ ବାରଖମା ପଞ୍ଚାୟତ ଜନପ୍ରତିନିଧି ପରମାନନ୍ଦ ନାୟକ ନିଜେ ଦିଗିପଡି ଗାଁ କୁ ଯାଇ ବିପଦ ସଂକୁଳ ଅବସ୍ଥାରେ ଥିବା ରାସ୍ତା, କେନାଲ ର ବିଭିନ୍ନ ସମସ୍ୟା ଦେଖି ବ୍ଲକ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ଙ୍କୁ ଅବଗତ କରାଇ ରାସ୍ତା ଓ କେନାଲ ନିର୍ମାଣ ଯେପରି ଶିଘ୍ର ହୋଇ ପାରିବ, ସେ ସମ୍ପର୍କ ରେ ପଦକ୍ଷେପ ନେବେ ବୋଲି ପ୍ରକାଶ କରିଥିଲେ l

News Comment

You Might Also Like

BACK TO TOP