Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ସାଉଥ ସୁପର ଷ୍ଟାର ଅଲୁ ଅର୍ଜୁନ ଗିରଫ |

13-Dec-2024

ଗିରିଫ ହେଲେ  ପୁଷ୍ପା 2 ର ସୁପର ଷ୍ଟାର  ଅଲୁ ଅର୍ଜୁନ,

            ଓଡିଶା ଜନମତ  ବ୍ୟୁରୋ,

ତେଲଙ୍ଗାନା : ଜେଲ୍ ଗଲେ ସାଉଥସୁପରଷ୍ଟାରଅଲୁଅର୍ଜୁନ। ଅଲୁଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠା ଇଲେ କୋର୍ଟ। ନାମପଲ୍ଲୀ କୋର୍ଟ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି। ଗିରଫ ପରେ ଚଞ୍ଚଲଗୁଡା ସେଣ୍ଟ୍ରାଲ ଜେଲ୍ ବାହାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।ଜରୁରୀ ଶୁଣାଣି ପାଇଁ ତେଲଙ୍ଗାନା ହାଇକୋର୍ଟ ଗଲେ ଅଲ୍କୁ ।

ସାଉଥସୁପରଷ୍ଟାର ଅଲ୍କୁଅର୍ଜୁନ ଶୁକ୍ରବାର ହାଇଦ୍ରାବାଦ ନାମ ପଲ୍ଲୀ କୋର୍ଟରେ ହାଜରହୋଇ ଥିଲେ। ସ୍ବାସ୍ଥ୍ୟ ପରୀକ୍ଷା ପରେ କୋର୍ଟରେହାଜରକରାଯାଇ ଥିଲା।

ହାଇଦ୍ରାବାଦ୍ ହଲ୍ ଦଳାଚକଟା ମାମଲାରେ ଗିରଫ ହୋଇଛନ୍ତି ଅଭିନେତା ଅଲୁ |ଗିରଫଦାରୀ ପ୍ରତିବାଦରେ ହାଇକୋର୍ଟ ଗଲେ ଅଲ୍କୁ। ଜରୁରୀ ଶୁଣାଣି ପାଇଁ ଅଲ୍କୁ ହାଇକୋର୍ଟରେ ଆବେଦନ କରିଛନ୍ତି । ଜାମିନ୍ ପାଇଁ ଆବେଦନ କରିଛନ୍ତି ପୁଷ୍ପା  ର ସୁପର ଷ୍ଟାର । ଡିସେମ୍ବର ୪ରେ ହୋଇଥ‌ିବା ଦଳାଚକଟାରେ ଜଣେ ୩୫ ବର୍ଷିୟ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କ ପୁଅ ଗୁରୁ ତର ଆହତ ହୋଇଥିଲେ। ଏହି ଘଟଣାରେ ଅଲ୍କୁ ଅର୍ଜୁନ ଏବଂ ଥୂଏଟରମ୍ୟାନେଜମେଣ୍ଟ ବିରୋଧରେ ମାମଲା ରୁଜୁ କରିଥ୍‌ଲା ପୁଲିସ  ।

News Comment

You Might Also Like

BACK TO TOP