Breaking News

ଦୁନ୍ଧୁଲି ଗ୍ରାମରେ ଧାନ ଜମିକୁ ନେଇ ଉତେଜନା ||   (29-Nov-2026)       ||      ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||     

ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |

25-Aug-2026

ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ରେ କାର୍ଯ୍ୟକାରୀ ହେବ ଧାଡ଼ି ଦର୍ଶନ |

ଓଡିଶା ଜନ ମତ ବ୍ୟୁରୋ,

ପୁରୀରେ ଜଗନ୍ନାଥ ଙ୍କ ପାଖକୁ ପ୍ରତେହ ଆସୁଥିବା  ଭକ୍ତ ମାନେ କିପରି ସୁ ବନ୍ଦୋବସ୍ତ ଭିତରେ ଶୃଙ୍ଖଳିତ ଭାବେ ଠାକୁରଙ୍କୁ ଦର୍ଶନ କରି ପାରିବେ ସେଥି ପାଈଁ ଆଇନ ମନ୍ତ୍ରୀ , ପୁରୀ ମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପାଳ ଙ୍କ ସହଯୋଗ ରେ ଶ୍ରୀମନ୍ଦିରରେ ଖୁବ୍‌ଶୀଘ୍ର ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ହେବ। 
ସେଥିପାଇଁ ପ୍ରତୀକାତ୍ମକ ଭାବେଏକ ଫୋଟୋ ଚିତ କୁତ୍ରିମ ବୁଦ୍ଧିମତା ଦ୍ୱାରା ପ୍ରସ୍ତୁତ କରାଯାଇ ତାର ଡେମୋ ସମସ୍ତଙ୍କୁ ଦେଖା ଯାଉଛି | ଯଦି ସେହି ଫୋଟ ଠିକ ହେବ ତେବେ ଏହା କାର୍ଯ୍ୟକାରୀ ହେବ ।  ସେଥିପାଇଁ  5ଗୋଟି ରାମ୍ପ ଯୋଗେ  ଘଣ୍ଟାକୁ  ଆଠ ରୁ ଦଶ ହଜାର ଶ୍ରଦ୍ଧାଳୁ ଏକାଥରେ ଦର୍ଶନ କରିପାରିବେ |
ନାଟମଣ୍ଡପରେ ହେବ ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ହେବାକୁ ଯାଉଛି। ସାତ ପାହାଚରୁ ଏହି ଧାଡ଼ି ବ୍ୟବସ୍ଥା ହେବ। ନାଟମଣ୍ଡପରେ ପଡ଼ିବାକୁ ଥିବା ୫ଟି ରୢାମ୍ପରେ ଚଢ଼ି ଦର୍ଶନ କରିବେ। ବିଶେଷଜ୍ଞ ଟିମ୍‌ ଦେଇଥିବା ଏହି ପ୍ରସ୍ତାବକୁ ସ୍ବୀକୃତି ଦିଆଯାଇଛି। ସପ୍ତାହକ ମଧ୍ୟରେ ପାଇଲଟ ପ୍ରକଳ୍ପ ଭାବରେ ଏହି ଧାଡ଼ି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ। ୩ ରୁ ୪ ମାସ ଭିତରେ ଏହି ବ୍ୟବସ୍ଥା ସମ୍ପୂର୍ଣ୍ଣ କାର୍ଯ୍ୟକାରୀ ହେବ। ଏହି ରୢାମ୍ପ୍‌ରେ ଗୋଟିଏ ଘଣ୍ଟା ମଧ୍ୟରେ ୮ରୁ ୧୦ହଜାର ଶ୍ରଦ୍ଧାଳୁ ଦର୍ଶନ କରିବା ଭଳି ବ୍ୟବସ୍ଥା କରାଯାଇଥିବା ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନକୁ ସୁନିଶ୍ଚିତ କରିବା ଲାଗି ଆଜି ଆଇନ ମନ୍ତ୍ରୀଙ୍କ ଅଧକ୍ଷତାରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନସ୍ଥିତ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଆଇଆଇଟି ଭୁବନେଶ୍ୱର ପକ୍ଷରୁ ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ବିଭିନ୍ନ ମଡେଲ ପ୍ରଦର୍ଶିତ କରାଯାଇଥିଲା I ଏହାକୁ ଅନୁଧ୍ୟାନ କରି ସର୍ବଶ୍ରେଷ୍ଠ ମଡେଲକୁ କିଭଳି ଭାବେ କାର୍ଯ୍ୟକାରୀ କରାଯାଇ ପାରିବ ସେଥିନେଇ ଆଲୋଚନା ହୋଇଥିଲା I ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେଲେ ସାତ ପାହାଚରୁ ଭିଡ଼ ନିୟନ୍ତ୍ରିତ କରାଯାଇ ସବୁ ଭକ୍ତଙ୍କୁ ଶୃଙ୍ଖଳିତ ଭାବେ ମନ୍ଦିର ପ୍ରବେଶ କରାଇବା ସମ୍ଭବ ହୋଇପାରିବ। ଏଥି ସହିତ ଭକ୍ତମାନେ ୫ ଟି ଅଲଗା ଅଲଗା ରାମ୍ପ ଯୋଗେ ଶୃଙ୍ଖଳିତ ଦର୍ଶନ କରିପାରିବେ। ଏହାର ଠିକ କାର୍ଯ୍ୟକାରିତା ନେଇ ଖୁବ ଶୀଘ୍ର ଏକ ପାଇଲଟ ମଡେଲ ପ୍ରସ୍ତୁତ କରାଯିବା ସହିତ ଛତିଶା ନିଯୋଗ ଏବଂ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଅନୁଧ୍ୟାନ କାରାଯିବ। ଏହି ବୈଠକରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ପବିତ୍ର ମୋହନ ସାମଲ, ପୁରୀ ଏସ୍‌ପି ପ୍ରତୀକ ସିଂ, ଆଇନ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ପ୍ରଣବ କୁମାର ପାତ୍ର, ଅତିରିକ୍ତ ଶାସନ ସଚିବ ଶିବ ପ୍ରସାଦ ମହାପାତ୍ର, ପୂର୍ତ୍ତ ବିଭାଗ ଉପଦେଷ୍ଟା ଜେ. କେ. ଦାସ, ଓବିସିସି ମୁଖ୍ୟ ପରିଚାଳକ ଶ୍ରୀଧର ରାଉତଙ୍କ ସମେତ ଆଇଆଇଟି ଭୁବନେଶ୍ୱରର ବୈଷୟିକ ପରାମର୍ଶଦାତା ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ
ସୂଚନାଯୋଗ୍ୟ ଯେ ୨୦୨୫ ମସିହା ସେପ୍ଟେମ୍ବର ୧୫ ତାରିଖରୁ ସରକାର ଶ୍ରୀମନ୍ଦିର ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ କରିବାକୁ ଘୋଷଣା କରିଥିଲେ। ଏଥିରେ ଦୁଇଟି ପ୍ରମୁଖ ପ୍ରତିବନ୍ଧକ ଥିଲା। ହୁଣ୍ଡି ସ୍ଥାନାନ୍ତର ଓ ଏସ୍‌ଓପି ପ୍ରସ୍ତୁତି। ହୁଣ୍ଡି ସ୍ଥାନାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବୀକୃତି ଦେଇ ସାରିଛନ୍ତି। ହେଲେ ଏହା କେଉଁଠିକୁ ଯିବ ତାହାର ସ୍ଥାନ ନିରୂପଣ ହୋଇ ପାରୁନି। ହୁଣ୍ଡି ସ୍ଥାନାନ୍ତର ନହେଲେ ଧାଡ଼ି ଦର୍ଶନ ପାଇଁ ସ୍ବୀକୃତିପ୍ରାପ୍ତ ରୢାମ୍ପ ପଡ଼ିପାରିବନି। ଧାଡ଼ିଦର୍ଶନରେ ଶୃଙ୍ଖଳା ପାଇଁ ଏକ ମାର୍ଗଦର୍ଶିକା(ଏସ୍‌ଓପି) ପ୍ରସ୍ତୁତ ହେବ। ଏହାର ଦାୟିତ୍ବ ନେଇଛନ୍ତି ଜିଲ୍ଲାପାଳ। ସେ ମଧ୍ୟ ଏ ପର୍ଯ୍ୟନ୍ତ ଏସ୍‌ଓପି ପ୍ରସ୍ତୁତ କରିନାହାନ୍ତି।ତେବେ ଅତିଶୀଘ୍ର ଏହି ଧାଡି ବ୍ୟବସ୍ତା କାର୍ଯ୍ୟ କାରି ହେବ | 

News Comment

You Might Also Like

BACK TO TOP