Breaking News

2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||     

ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |

25-Aug-2026

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଆଶୁତୋଷ ବିଷୋୟୀଙ୍କ ସଫଳତା

 ଓଡିଶା ଜନ ମତ,ବୁଗୁଡ଼ା,୨୫।,

ଡ.କୁମୁଦ ଚନ୍ଦ୍ର ବେହେରା :----

ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଗୋଲିଆ ଆଦର୍ଶ ବିଦ୍ୟାଳୟରେ ଏକାଦଶ ବିଜ୍ଞାନ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ର ଆଶୁତୋଷ ବିଷୋୟୀ ସଫଳତା ଅର୍ଜନ କରିଛନ୍ତି।ସେ ଭୁବନେଶ୍ୱରର ସ୍ଥିତ ଓଡ଼ିଆ ଆଦର୍ଶ ବିଦ୍ୟାଳୟରେ ଆଇକୋନିକ (OAV ICONIC)ର ବିଜ୍ଞାନ ଏକାଦଶ ଶ୍ରେଣୀ ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାରେ ସଫଳତାର ସହ ଉତ୍ତିର୍ଣ୍ଣ ହୋଇଛନ୍ତି। ଏହି ସଫଳତାର ଶ୍ରେୟ ସେ ବିଦ୍ୟାଳୟର ଅଧ୍ୟକ୍ଷା, ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କୁ ପ୍ରଦାନ କରିଛନ୍ତି। ଛାତ୍ର ଆଶୁତୋଷ ପୋଲସରା ବ୍ଲକ ଅନ୍ତର୍ଗତ ବର୍ତ୍ତିନି ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟାପନା କରୁଥିବା ରଞ୍ଜିତ କୁମାର ବିଷୋୟୀ ଓ ଆରତୀ ବିଷୋୟୀଙ୍କ ପୁତ୍ର ଅଟନ୍ତି।

News Comment

You Might Also Like

BACK TO TOP