Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଉପମୁଖ୍ୟମନ୍ତ୍ରୀ ଙ୍କ ବଡ଼ ବୟାନ ବିଧାନସଭା ଆଗରେ ଧାରାଣା ରେ ବସିଥିବା ମିଶନ ଶକ୍ତି ମହିଳା ନୁହନ୍ତି |

13-Dec-2024

ଧାରଣାରେ ବସି ଥିବା ମହିଳା ଶକ୍ତି ଗ୍ରୁପ ର ନୁହନ୍ତି।

(ଉପମୁଖ୍ୟମନ୍ତ୍ରୀ ଙ୍କ ମନ୍ତବ୍ୟ 
ସେମାନେ ମିଶନ ଶକ୍ତିର କମ୍ୟୁନିଟି ଷ୍ଟାଫ।

               ଓଡିଶା ଜନମତ ବ୍ୟୁରୋ,

 ଉପମୁଖ୍ୟମନ୍ତ୍ରୀ ମନ୍ତବ୍ୟ ଦେଲେ ଯେଉଁମାନଙ୍କର ୫ ବର୍ଷର ଅବଧୂସରିଛି,ସେମାନେ ଦରମା ପାଇସାରିଛନ୍ତି। ଯେଉଁମାନଙ୍କର ୫ ବର୍ଷ ପୁରିନି, ଦରମା ପାଇଁ ନଭେମ୍ବର ୪ରୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ପ୍ରଭାତୀ କହିଛନ୍ତି। ଆଜି ବି ଆନ୍ଦୋଳନ ରେ ମିଶନ ଶକ୍ତି ମହିଳା ।୩ଦିନହେଲାଲୋୟରପିଏମଜି ରେ ଗର୍ଜୁଛନ୍ତି ମହିଳା । ମିଶନ ଶକ୍ତି ଅଧୂନରେ ୬ଟି କ୍ୟାଡର କାମ କରୁଥିବା ସିଆରପି, ଏମବିକେ, ପ୍ରାଣୀମିତ୍ର, କୃଷି ମିତ୍ର, ବ୍ୟାଙ୍କ ମିତ୍ର, ଏଲଏସପି ମାନେ ୯ ମାସର ବକେୟା ଦରମା ଦାବିରେ ଲୋୟର ପିଏମଜି ରେ ଧାରଣାରେ ବସି ରହି ଛନ୍ତି। ତେବେ ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସର ଗରମ ରହିଥ‌ିବାବେଳେବିଧାନ ସଭା ଉଠୁଛି ପଡୁଛି।

ଗତକାଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବୟାନକୁ ନେଇ ରାଜନୀତିରେ ନିଆଁ ଲାଗିଥିବାବେଳେ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ବୟାନ ଦେଇ ଛନ୍ତି।ସେ କହିଛନ୍ତି, ଯେଉଁ ମାନେ ଆନ୍ଦୋଳନରେ ବସିଛନ୍ତି, ସେମାନେ ମିଶନ ଶକ୍ତି ମହିଳା ନୁହନ୍ତି। ଏହି ପ୍ରସଙ୍ଗରେ ସରକାର ମୁକ ବସିବା ମିଛ। ସଚିବ, ରାଜ୍ୟ କମିଶନ ସମସ୍ତେ ସେମାନଙ୍କୁ ଭେଟିଛନ୍ତି। ସେମାନେ ଆନ୍ଦୋ ଳନରୁ ଉଠିଯିବେ ବୋଲି କହିଲେ, କିନ୍ତୁ ଉଠିଲେ ନାହିଁ। ଏନେଇ ସରକାର ପଦକ୍ଷେପ ନେବେ।ତେବେ ଯେଉଁମାନେ ଆନ୍ଦୋଳନରେ ବସିଛନ୍ତି, ସେମାନେ ମିଶନ ଶକ୍ତି ମହିଳା ନୁହନ୍ତି। ସେମାନେ ମିଶନ ଶକ୍ତିର କମ୍ୟୁନିଟି ଷ୍ଟାଫ।

News Comment

You Might Also Like

BACK TO TOP