Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |

25-Aug-2026

 ଆବାସ_ଯୋଜନାର ତୃତୀୟ କିସ୍ତି ପାଇଁ ୭ ହଜାର ଲାଞ୍ଚ: ପୂର୍ବତନ PEOଙ୍କୁ ୪ ବର୍ଷ ଜେଲ୍

 ଓଡିଶା ଜନ ମତ ବରଗଡ଼, ମନୋହର ଦାଶ :----

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତୃତୀୟ କିସ୍ତି ଟଙ୍କା ରିଲିଜ୍ କରିବା ପାଇଁ ୭ ହଜାର ଲାଞ୍ଚ ନେବା ଅଭିଯୋଗରେ ଜଣେ ପୂର୍ବତନ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO)ଙ୍କୁ ଦଣ୍ଡିତ କରିଛନ୍ତି କୋର୍ଟ।
୨୫ ଅଗଷ୍ଟ ୨୦୨୬ରେ ବରଗଡ଼ ସ୍ପେଶାଲ୍ ଭିଜିଲାନ୍ସ ଜଜ୍ ଶ୍ରୀ ରାଜା ରଞ୍ଜନ ପାଢ଼ୀ ଏହି ମାମଲାର ରାୟ ଶୁଣାଇଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ହେଲେ ପୁରେନା ଗ୍ରାମ ପଞ୍ଚାୟତ, ପଦ୍ମପୁର ବ୍ଲକର ପୂର୍ବତନ PEO ଶ୍ରୀ ଛବିଳ ବରିହା।
କୋର୍ଟ ଶ୍ରୀ ବାରିହାଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ ହଜାର ଜରିମାନା ଦଣ୍ଡାଦେଶ ଦେଇଛନ୍ତି। ଜରିମାନା ଅନାଦାୟ ହେଲେ ତାଙ୍କୁ ଅତିରିକ୍ତ ୩ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ।
ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତୃତୀୟ କିସ୍ତି ଟଙ୍କା ମୁକ୍ତ କରିବା ବଦଳରେ ଲାଞ୍ଚ ଦାବି ଓ ଗ୍ରହଣ ଅଭିଯୋଗରେ ଏହି ମାମଲା ଚାଲିଥିଲା। ମାମଲାର ରାୟ ପରେ ଦୁର୍ନୀତି ବିରୋଧୀ ଲଢ଼େଇରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଦଣ୍ଡାଦେଶ ଭାବେ ଚର୍ଚ୍ଚାକୁ ଆସିଛି।

News Comment

You Might Also Like

BACK TO TOP