Breaking News

NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||     

ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||

25-Aug-2026

ସରକାର ଙ୍କ ଦ୍ୱାରା ନିଯୁକ୍ତି ପାଇଲେ ପ୍ରଧାନଶିକ୍ଷକ ଭାବେ ୫୭ ଶିକ୍ଷକ |

ଓଡିଶା ଜନ ମତ ବ୍ୟୁରୋ,

ଶିକ୍ଷା କ୍ଷେତ୍ର ରେ ବହୁ ଅସୁବିଧା ଦେଇ ଗତିକରୁଥିବା ଏକ ଆଦିବାସୀ ଜିଲ୍ଳାରେ ପ୍ରାୟ  ପ୍ରାଥମିକ ସ୍କୁଲ ରେ  ପ୍ରଧାନ ଶିକ୍ଷକ ନଥିବାରୁ ସ୍କୁଲ ର ନିୟମ, କାନୁନ ଉପରେ ବହୁ ଅସୁବିଧା ହେଉଥିଲା  | 
କିନ୍ତୁ ଶିକ୍ଷକ ଶିକ୍ଷୟତ୍ରୀ, ଅଭିଭାବକ,ବୁଦ୍ଧିଜୀବୀ ବରିଷ୍ଟ ଶିକ୍ଷାବିତ ଙ୍କ ଦାବି ପରେ ସତାବନ ଜଣ ଶିକ୍ଷକ ଙ୍କୁ ପ୍ରଧାନ ଶିକ୍ଷକ ରୂପେ ପଦୋର୍ନତି ମିଳିଲା ଏବଂ ଦୀର୍ଘ ଅପେକ୍ଷାର ଅନ୍ତ ଘଟିଲା  |ଏପରି ଏକ ଜିଲ୍ଲା କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବ୍ଲକର ୫୭ ଜଣ ଶିକ୍ଷକଙ୍କୁ ଲେଭଲ-୩ ପଦୋନ୍ନତି ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଦୀର୍ଘଦିନ ଧରି ଶିକ୍ଷକମାନେ ପଦୋନ୍ନତି ପାଇଁ ଯୋଗ୍ୟ ହୋଇ ସାରିଥିଲେ ମଧ୍ୟ କେନ୍ଦୁଝର ଜିଲାରେ ତାହା ଲାଗୁ କରାଯାଉ ନ ଥିଲା। ଶିକ୍ଷାଦାନ କ୍ଷେତ୍ରରେ ସେବା ଯୋଗାଇ ଆସୁଥିବା ଶିକ୍ଷୟିତ୍ରୀ,ଶିକ୍ଷକମାନଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା। ଅନେକ ଦିନର ଅପେକ୍ଷାର ଅନ୍ତ ପରେ ସୋମବାର ଏହି ପଦୋନ୍ନତି ମିଳିଥିବାରୁ ସେମାନଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି।
ବ୍ଲକ ଶିକ୍ଷା ଅଧିକାରୀ ରାଜୀବ ଦଳେଇଙ୍କ ସମେତ ବ୍ଲକ ସହକାରୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ନାୟକ ଏବଂ ଭାରପ୍ରାପ୍ତ ବ୍ଲକ ସହକାରୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା, ମୁଖ୍ୟ କିରାଣୀ ଶିଶିର କୁମାର ଜେନା, ପ୍ରସନ୍ନ କୁମାର ବେହେରା, ଡିଇଓ ସୁଶାନ୍ତ ସାହୁ ପ୍ରମୁଖ ଯୋଗଦେଇ ପଦୋନ୍ନତିପ୍ରାପ୍ତ ଶିକ୍ଷୟିତ୍ରୀ,ଶିକ୍ଷକମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ଏହା ସହିତ ନିଷ୍ଠା, ଦାୟିତ୍ୱବୋଧ ଓ ଉତ୍ସର୍ଗୀକୃତ ମନୋଭାବର ସହ ଶିକ୍ଷାଦାନ କରିବାକୁ ଅଧିକାରୀମାନେ ପରାମର୍ଶ ଦେଇଥିଲେ। ପଦୋନ୍ନତି ପାଇଥିବା ଶିକ୍ଷୟିତ୍ରୀ, ଶିକ୍ଷକମାନେ ଏହି ସୁଯୋଗ ପାଇଁ ଶିକ୍ଷା ବିଭାଗ ପ୍ରତି ଓ ସଂଘର କର୍ମକର୍ତ୍ତା ମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ। ଶ୍ରୀକାନ୍ତ ପଟ୍ଟନାୟକ, ପ୍ରଫୁଲ୍ଲ କୁମାର ସାହୁ, ବିଷ୍ଣୁ ପ୍ରସାଦ ସାହୁ, ଅନିରୁଦ୍ଧ ବିଶ୍ୱାଳ, କ୍ଷେତ୍ରବାସୀ ମିଶ୍ର, କେଶବ ଚନ୍ଦ୍ର ପାତ୍ରଙ୍କ ସମେତ ଶିକ୍ଷକ ସଂଘର କର୍ମକର୍ତ୍ତା ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ

News Comment

You Might Also Like

BACK TO TOP