Breaking News

2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||     

ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||

25-Aug-2026

ଏଥର ରାକ୍ଷୀ ପୁର୍ଣିମା ପାଈଁ ମନ କିଣୁଛି ଧାନ, ମାଣ୍ଡିଆରେ ତିଆରି ରାଖି |

ଓଡିଶା ଜନ ମତ ବ୍ୟୁରୋ,

ଆଉମାତ୍ର ଗୋଟିଏ ଦିନ ପରେ ରାକ୍ଷୀ ପୁର୍ଣିମା ଆସୁଛି | ସେଥିପାଇଁ ମଫସଲ ଠାରୁ ସହର, ନଗର, ମହାନଗର ରେ ରାକ୍ଷୀ ପାଈଁ ସବୁ ରାକ୍ଷୀ ଦୋକାନରେ ପ୍ରବଳ ଭିଡ଼ ||ବିଶେଷ କରି ଝିଅ ମାନଙ୍କ ବହୁତ ଭିଡ଼ ||ଭାଇ-ଭଉଣୀଙ୍କ ଅତୁଟ ପ୍ରେମ ଓ ସ୍ନେହର ବନ୍ଧନ ଏହି ରାଖି ପର୍ବ ପ୍ରମୁଖ ପର୍ବ ମାନଙ୍କ ମଧ୍ୟରୁ ଗୋଟିଏ। ରାଖି ପର୍ବର କିଛି ଦିନ ପୂର୍ବରୁ ହିଁ ବଜାରରେ ଦୋକାନରେ ବିଭିନ୍ନ ପ୍ରକାର ରାଖି ମିଳେ। ଭଳି କି ଭଳି ରାଖି ତ ମିଳୁଥିବା ନିଶ୍ଚୟ ଦେଖିଥିବେ। ତେବେ ଏଥର ମନ କିଣୁଛି  ଆମ ଓଡ଼ିଶାର ପ୍ରଧାନ ଖାଦ୍ୟ ଶସ୍ୟ ଧାନ ଓ ମାଣ୍ଡିଆରେ ପ୍ରସ୍ତୁତ ହୋଇଥିବା ରାକ୍ଷୀ।
ଏକ ଆଦିବାସୀ ବହୁଳ ମାଲକାନଗିରି ଜିଲ୍ଲା ସଦର ମହକୁମା  ଆଇଟିଡିଏ ଅଫିସ ନିକଟରେ ଓରମାସ ତରଫରୁ ଏକ ରାକ୍ଷୀ ଷ୍ଟଲ ହୋଇଛି। ଏହି ଷ୍ଟଲରେ ଧାନ, ମାଣ୍ଡିଆ ସହ ଅନେକ ହାତ ତିଆରି ରାକ୍ଷୀ ମିଳୁଛି। ଏଥିସହ ବଣ୍ଡାଘାଟିର ମହିଳାମାନଙ୍କ ଦ୍ୱାରା ପ୍ରସ୍ତୁତ ରାକ୍ଷୀକୁ ମଧ୍ୟ ଲୋକେ ଖୁବ୍ ପସନ୍ଦ କରୁଛନ୍ତି। ଏହି ରାକ୍ଷୀ ବ୍ୟବସାୟ ଦ୍ୱାରା ମହିଳାମାନେ କିଛି ଟଙ୍କା କମାଇବା ସହ ନିଜେ ସ୍ୱାବଲମ୍ବୀ ହେବେ ବୋଲି ଆଶା ରଖିଛନ୍ତିା

News Comment

You Might Also Like

BACK TO TOP