Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |

26-Aug-2026

ପୂର୍ବତନ ବଧାୟକ ଙ୍କ ପରଲୋକ, 

ଓଡ଼ିଶା ଜନମତ ବରଗଡ଼ ମନୋହର ଦାଶ:---

ପଦ୍ମପୁରର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସତ୍ୟ ଭୂଷଣ ସାହୁ ଆଉ ନାହାନ୍ତି । ଆଜି ଅପରାହ୍ନ ୨ଘଣ୍ଟା ୧୦ ମିନିଟରେ ଭୁବନେଶ୍ୱରର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟି ଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହେଉଥିଲା । ସ୍ୱର୍ଗତ ସାହୁ ପଦ୍ମପୁର ବିଧାନସଭା ଆସନରୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏବଂ ଜାନକୀ ବଲ୍ଲଭ ପଟ୍ଟନାୟକ ଙ୍କ ସରକାର ରେ ସରକାରୀ ଦଳ ର ମୁଖ୍ୟ ସଚେତକ ଥିଲେ।

News Comment

You Might Also Like

BACK TO TOP