Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,

26-Aug-2026

ଖଡ଼ଗ ନଦୀରେ ଡଙ୍ଗା ବୁଡି ଭାସିଗଲେ ଶଶୁର ଓ ବୋହୁ :  ନିଖୋଜ ଛଅ ଜଣ ଉଦ୍ଧାର

ଓଡିଶା ଜନମତ,ବାଲିଗୁଡା, ତା, ୨୬/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ): ------

 କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସଲାଗୁଡ଼ା ପଞ୍ଚାୟତ ଦୁର୍ଗମ ଅଞ୍ଚଳ ଡାକା ଗାଁର ଖଡ଼ଗନଦୀରେ ଡ଼ଙ୍ଗା ବୁଡି ଯିବାରୁ ଶଶୁର ଓ ବୋହୁ ନିଖୋଜ ହୋଇଥିବା ବେଳେ ୬ ଜଣ ଉଦ୍ଧାର ହୋଇଥିବା ଜଣାପଡିଛି l ଘଟଣା ରୁ ପ୍ରକାଶ ଯେ, ବାପ ଘର ଡାକା ଗ୍ରାମ କୁ ଶୁଦ୍ଧିକ୍ରିୟାରେ ଯୋଗଦେବା ପାଇଁ ଆସିଥିଲେ କିନ୍ତୁ ନଦୀ ଆରପାରିରେ ମାମୁଁ ଘରକୁ ଯାଇ ଅପରାହ୍ନ ସମୟରେ ଡଙ୍ଗା ସାହାଯ୍ୟରେ ୮ ଜଣ ଫେରୁଥିବା ସମୟରେ ଭାରସାମ୍ୟ ହରାଇ ଡଙ୍ଗାଟି ବୁଡ଼ି ଯାଇଥିଲା। ଫଳରେ ଛଅ ଜଣ ଜଣ ଉଦ୍ଧାର ହୋଇଥିବା ବେଳେ ଦୁଇ ଜଣ ପ୍ରଖର ସ୍ରୋତରେ ଭାସି ନିଖୋଜ ହୋଇଛନ୍ତି। ଶୁଦ୍ଧିକ୍ରିୟା କାର୍ଯ୍ୟକ୍ରମ ଯୋଗ ଦେବାକୁ ଆସି ଅଘଟଣ ଘଟିଛି ନିଖୋଜ ବୃଦ୍ଧ ସୁଡ୍ରା ପଞ୍ଚାୟତ ପଲାମି ଗାଁର ଗୁନ୍ଦନା ମଲିକ ଶଶୁର, ଆଉ ବୋହୁ ରାଇଙ୍ଗି ମଲିକ ନିଖୋଜ ଥିବା ସୂଚନା ମିଳିଛି। ଖବର ପାଇ ବାଲିଗୁଡ଼ା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର ପାଇଁ ଚେଷ୍ଟା କରିଥିଲେ ସୁଦ୍ଧା ନିଖୋଜଙ୍କ କୌଣସି ସନ୍ଧାନ ମିଳି ପାରି ନାହିଁ। ବର୍ତ୍ତମାନ ଲଘୁଚାପ ବର୍ଷା ଲାଗି ରହିଥିବା ଯୋଗୁଁ ଖଡ଼ଗ ନଦୀର ଜଳସ୍ତର ବୃଦ୍ଧି ସାଙ୍ଗକୁ ସ୍ରୋତ ପ୍ରଖର ଥିବାରୁ ଏ ପର୍ଯ୍ୟନ୍ତ ଦୁଇ ନିଖୋଜଙ୍କ ଶରୀର ଉଦ୍ଧାର କରାଯାଇ ପାରିନି ତଥାପି ଅଗ୍ନିଶମ ବାହିନୀ, ପରିବାର ଓ ସମ୍ପର୍କୀୟ ଉଦ୍ଧାର ପାଇଁ ଚେଷ୍ଟା ଜାରି ରଖିଥିବା ଜଣାପଡିଛି ।

News Comment

You Might Also Like

BACK TO TOP