Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |

27-Aug-2026

ଏମ୍ ଏସ ଏସ ବି ଏମ ହାତୀଓଟ ରେ ରକ୍ଷା ବନ୍ଧନ ଉତ୍ସବ ଏବଂ ପରିବେଶ ସୁରକ୍ଷା ସଂକଳ୍ପ କାର୍ଯ୍ୟକ୍ରମ।

ଓଡ଼ିଶା ଜନମତ ପୋଲସରା, ସନ୍ତୋଷ କୁମାର ପଣ୍ଡା,
 ତାରିଖ - ୨୭-୦୮-୨୦୨୬ :-----

ପୋଲସରା ବ୍ଲକ୍ ହାତୀଓଟ ସ୍ଥିତ ମା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଏବଂ ପରିବେଶ ସୁରକ୍ଷା ସଂକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଇତ୍ୟବସରରେ ସମସ୍ତ ଗୁରୁମା ମାନଙ୍କ ଦ୍ଵାରା ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ହନୁମାନଙ୍କୁ ରାକ୍ଷୀ ଲାଗି କରିବା ପରେ ବିଦ୍ୟାଳୟର ସମସ୍ତ ଶିଶୁ ପରସ୍ପର ମଧ୍ୟରେ ରକ୍ଷା ବନ୍ଧନ କରିବା ସହିତ ବୃକ୍ଷ ରୋପଣ କରି ଓ ବୃକ୍ଷକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷାର ସଂକଳ୍ପ ନେଇଥିଲେ। କାର୍ଯ୍ୟକ୍ରମରେ ଅନୁଷ୍ଠାନର ଉପସଭାପତି  ସନ୍ତୋଷ କୁମାର ପାତ୍ର ,ସଂପାଦକ  ସନ୍ତୋଷ କୁମାର ମହାରଣା,ସହସଂପାଦକ  ଜଗନ୍ନାଥ ସାହୁ,କୋଷାଧ୍ୟକ୍ଷ  କୁମୁଦଚନ୍ଦ୍ର ଦାଶ,ପ୍ରଧାନ ଆଚାର୍ଯ୍ୟ  ପୂର୍ଣ୍ଣଚନ୍ଦ୍ର ନନ୍ଦଙ୍କ ସମେତ ସମସ୍ତ ଗୁରୁମା,ମାଉସୀମା,ବାହନ ପ୍ରମୁଖ ଭାଇ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ଏହିପରି  ଭାବେ  ପୋଲସରା କାଳୀ ମନ୍ଦିର ସାହି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ତୋଟାସାହି  ଦେବୀ ନଗର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ଭବନ ଏବଂ ଅଞ୍ଚଳ ସ୍ଥିତ ଅନ୍ୟ ସମସ୍ତ ଉକ୍ତ ଅନୁଷ୍ଠାନ ଗୁଡ଼ିକରେ ବହୁ ଉତ୍ସାହ, ଉଦ୍ଧୀପନା ଓ ଭକ୍ତିଭାବ ସହକାରେ ଏହି ପବିତ୍ର ଭାଇ ଭଉଣୀର ଭଲପାଇବା ସଂପର୍କ   ସ୍ୱରୂପ ରକ୍ଷା ବନ୍ଧନ ପାଳିତ ହୋଇଯାଇଛି।

News Comment

You Might Also Like

BACK TO TOP