Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||

27-Aug-2026

 ଭିଜିଲାନ୍ସ ଜାଲରେ ପୂର୍ବତନ ଭାରପ୍ରାପ୍ତ ଅଧ୍ୟକ୍ଷ, ଶିକ୍ଷାନୁଷ୍ଠାନରେ ସରକାରୀ ଅର୍ଥ 73  ଲକ୍ଷ  ହେର ଫେର  ଘଟଣା ରେ  | 

ଓଡିଶା ଜନ ମତ ବ୍ୟୁରୋ,

ଏପରି କିଛି ବ୍ୟକ୍ତି ଅଛନ୍ତି ଯେଉଁମାନେ ଶିକ୍ଷା ଭଳି ଏକ ପବିତ୍ର ଅନୁଷ୍ଠାନ ରେ ମଧ୍ୟ ଅର୍ଥ ଶୋଷଣ କରିବାକୁ ପଛେଇ ନଥାନ୍ତି  |  ପଚାସ ହଜାରେ କି ଲକ୍ଷେ ନୁହଁ ଏକାବେଳକେ  ସତୁରି ଲକ୍ଷରୁ ଅଧିକ ଅର୍ଥ ହଡପ କରିଥିବା ଘଟଣାରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି | ସେ ପୁଣି ଶିକ୍ଷାନୁଷ୍ଠାନରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଓଡ଼ିଶା ଭିଜିଲାନ୍ସ। ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକ୍‌ ଅନ୍ତର୍ଗତ ଲଇଡାସ୍ଥିତ ଦୂତିକା ସାହୁ କଲେଜର ପୂର୍ବତନ ଭାରପ୍ରାପ୍ତ ଅଧ୍ୟକ୍ଷ  ତଥା ବର୍ତ୍ତମାନର ରାଜନୀତି ବିଜ୍ଞାନ ଅଧ୍ୟାପକ ଡ. ବସନ୍ତ କୁମାର ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୋଧରେ ୭୩ ଲକ୍ଷ ୪୪ ହଜାର ୯୫୦ ଟଙ୍କା ସରକାରୀ ପାଣ୍ଠି ହେରଫେର ଅଭିଯୋଗ ରହିଛି।ଭିଜିଲାନ୍ସର ତଦନ୍ତରେନୁଯାୟୀ, ଡ. ନାୟକ ୨୦୧୯-୨୦ରୁ ୨୦୨୪-୨୫ ଆର୍ଥିକ ବର୍ଷ ମଧ୍ୟରେ ଭାରପ୍ରାପ୍ତ  ଅଧ୍ୟକ୍ଷ  ଦାୟିତ୍ୱରେ ଥିବା ସମୟରେ କଲେଜ ଭିତ୍ତିଭୂମି ବିକାଶ ପାଇଁ ମିଳିଥିବା ସରକାରୀ ପାଣ୍ଠିରେ ଅନିୟମିତତା କରିଥିଲେ। ଭିଜିଲାନ୍ସ ତଦନ୍ତରେ ଅଭିଯୋଗ ହୋଇଛି ଯେ, ବାସ୍ତବରେ ଆବଶ୍ୟକ ଭୌତିକ ବିକାଶମୂଳକ କାର୍ଯ୍ୟ ନକରି ପାଣ୍ଠି ଆତ୍ମସାତ କରାଯାଇଥିଲା। ଏହାସହ ମିଥ୍ୟା ବିଲ୍‌ ପ୍ରସ୍ତୁତ କରିବା, ମଞ୍ଜୁର ହୋଇଥିବା ପାଣ୍ଠି ବିନିମୟରେ ଆବଶ୍ୟକ ସଂସ୍ଥାଗତ ଉପକରଣ ନକିଣିବା ଭଳି ଅଭିଯୋଗ ମଧ୍ୟ ରହିଛି। ଅଟୋମେସନ୍‌ ଓ ଡିଜିଟାଲ୍‌ ମ୍ୟାନେଜମେଣ୍ଟ ସଫ୍ଟୱେର୍‌ କାର୍ଯ୍ୟାନ୍ୱୟନ ନାମରେ ମଧ୍ୟ ସରକାରୀ ଅନୁଦାନକୁ ଅନ୍ୟତ୍ର ବ୍ୟବହାର କରାଯାଇଥିବା ଭିଜିଲାନ୍ସ ତଦନ୍ତରେ ଜଣାପଡ଼ିଥିବା କୁହାଯାଇଛି।ଏହି ଘଟଣାରେ ଡ. ନାୟକଙ୍କ ବିରୋଧରେ ସମ୍ବଲପୁର ଭିଜିଲାନ୍ସ ଥାନାରେ କେସ୍‌ ନମ୍ବର ୧୩/୨୦୨୬ ରୁଜୁ ହୋଇଛି। ତାଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତା (BNS), ୨୦୨୩ର ସମ୍ପୃକ୍ତ ଧାରା ସହ ଦୁର୍ନୀତି ନିବାରଣ ଆଇନର ଧାରା ଲାଗୁ କରାଯାଇଛି। ଜେଲରେ ରହି ପୂର୍ବତନ ଅଧକ୍ଷ ଏବେ ସେହି ପାପ ଅର୍ଥର ହିସାବ କରିବେ | 

News Comment

You Might Also Like

BACK TO TOP