Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |

27-Aug-2026

ଶ୍ରୀ ଶ୍ରୀ ସ୍ବାମୀ ଚିଦାନନ୍ଦ ସରସ୍ବତୀ ଶିଶୁ ମନ୍ଦିର ପ୍ରାଙ୍ଗଣରେରକ୍ଷ ବନ୍ଧ ଅନୁଷ୍ଠି  ଅନୁଷ୍ଠିତ ହୋଇଯାଇଛି।

 ଓଡିଶା  ଜନ ମତ, ହିଞ୍ଜିଳ, ୨୭/୮, କୃଷ୍ଣ ଚନ୍ଦ୍ର ସାମନ୍ତରା :---

ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଭାଇ-ଭଉଣୀଙ୍କ ସ୍ନେହ, ମମତା, ଭଲପାଇବା ଓ ଆତ୍ମୀୟତାର ଅତୁଟ ବନ୍ଧନର ପ୍ରତୀକ ଏହି ପବିତ୍ର ପର୍ବକୁ ନେଇ  ଶ୍ରୀ ଶ୍ରୀ ସ୍ବାମୀ ଚିଦାନନ୍ଦ ସରସ୍ୱତୀ ଶିଶୁ ମନ୍ଦିର ଉତ୍ସାହର  ଆନନ୍ଦ ଉଲ୍ଲାସ ସହ ମହାଆଡମ୍ବରରେ ପାଳନ କରାଯାଇଛି।
ଭାଇଙ୍କ ହାତରେ କେଉଁ ରାକ୍ଷୀଟି ଅଧିକ ସୁନ୍ଦର ଲାଗିବ, ତାହାକୁ ନେଇ ଭଉଣୀମାନେ ବିଭିନ୍ନ ଦୋକାନରେ । ରାକ୍ଷୀ ପୂର୍ଣ୍ଣିମା କେବଳ ଏକ ପର୍ବ ନୁହେଁ, ଏହା ଭାଇ-ଭଉଣୀଙ୍କ  ଅତୁଟ ବନ୍ଧନ ମଧ୍ୟରେ ଥିବା ନିଃସ୍ୱାର୍ଥ ସ୍ନେହ ଓ ବିଶ୍ୱାସର ପ୍ରତୀକ। ଏହି ଦିନ ଭଉଣୀ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧି ତାଙ୍କ ସୁଖ, ସମୃଦ୍ଧି ଓ ଦୀର୍ଘାୟୁ କାମନା କରିଥାନ୍ତି। ପ୍ରତିବଦଳରେ ଭାଇ ମଧ୍ୟ ଭଉଣୀର ସୁଖ ଓ ସୁରକ୍ଷା ପାଇଁ ସଦା ତାଙ୍କ ସହ ରହିବାର ପ୍ରତିଶ୍ରୁତି ଦେଇଥାନ୍ତି। ବ୍ୟସ୍ତ ଜୀବନ ଭିତରେ ଭାଇ-ଭଉଣୀଙ୍କ ସମ୍ପର୍କକୁ ପୁଣିଥରେ ନିକଟ କରିବାର ଏକ ସୁନ୍ଦର ଅବସର ଆଣିଥାଏ ରାକ୍ଷୀ ପୂର୍ଣ୍ଣିମା। ଦୂରରେ ରହୁଥିବା ଭାଇଙ୍କ ପାଖକୁ ଭଉଣୀ ଯାଇ ରାକ୍ଷୀ ବାନ୍ଧିବାକୁ ପ୍ରସ୍ତୁତ ହେଉଥିବା ବେଳେ, ଅନେକ ଭାଇ ମଧ୍ୟ ଏହି ଦିନଟିକୁ ଭଉଣୀଙ୍କ ସହ ଖୁସିରେ ପାଳନ କରିବାକୁ ଅପେକ୍ଷା କରିଛନ୍ତି। ସ୍ନେହର ଡୋରିରେ ଭାଇ-ଭଉଣୀଙ୍କ ସମ୍ପର୍କକୁ ବାନ୍ଧି ରଖୁଥିବା ଏହି ପବିତ୍ର ପର୍ବ ପ୍ରତି ବର୍ଷ ପରି  , ଏହି ବର୍ଷ ଶିଶୁ ମନ୍ଦିର ଆଚାର୍ଯ୍ୟ ଓ ଆଚାର୍ଯ୍ୟା ସହ ସମସ୍ତ ଛାତ୍ର ଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ସାଫଲ୍ୟ ମଣ୍ଡିତ କରିଛନ୍ତି।
ସ୍ନେହର ଏହି ପବିତ୍ର ବନ୍ଧନ ଭାଇ-ଭଉଣୀଙ୍କ ସମ୍ପର୍କକୁ ଆହୁରି ମଧୁର ଓ ମଜବୁତ କରୁ—ଏହା ହିଁ ରାକ୍ଷୀ ପୂର୍ଣ୍ଣିମାର ମୂଳ ବାର୍ତ୍ତା। ଗଂଜାମ ଜିଲ୍ଲା ପ୍ରତିନିଧି କୃଷ୍ଣ ଚନ୍ଦ୍ର ସାମନ୍ତରାୟ ଙ୍କ ରିପୋର୍ଟ।

News Comment

You Might Also Like

BACK TO TOP