Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |

27-Aug-2026

ସିନ୍ଧୁ - ଉର୍ମି ସାହିତ୍ୟ ସଂସଦ ର ଶେଷ ଶ୍ରାବଣ କବିତ  ଅସର ରେ ରାକ୍ଷୀ ପୂର୍ଣ୍ଣିମା ପାଳିତ |

 ଓଡିଶା  ଜନ ମତ,  ଖଲ୍ଲିକୋଟ,,27/8, ମାଧବ ବେହେରା :----

 ଖଲ୍ଲିକୋଟ ର ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଆବୁଷ୍ଠାନ ସିନ୍ଧୁ ଉର୍ମି ସାହିତ୍ୟ ସଂସଦ ପକ୍ଷରୁ ଏକ ମନୋଜ୍ଞ ଶେଷ ଶ୍ରାବଣ କବିତା ଆସର ଓ ରାଖୀ ପୁର୍ଣିମା ପାଳିତ ହୋଉ ଯାଇଛି|  ସ୍ଥାନୀୟ  ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସର ରେ ସଂସଦ ର ସଭାପତି ସୁଧାଂଶୁ ଶେଖର ସାହୁ ଙ୍କ ଅଧକ୍ଷତା ରେ ଆୟୋଜିତ କବିତା ପାଠ କାର୍ଯ୍ୟକ୍ରମ ରେ ଯୋଗ ଦେଇ ବରିଷ୍ଠ ଶିକ୍ଷାବିତ ତଥା ଗବେଷଜ ପୂର୍ଣ୍ଣ ଚନ୍ଦ୍ର ରଥ ପକୃତି ବର୍ଣନା ରେ ଶ୍ରାବଣ ମାସ କୁ କବି ଓ ସାହିତ୍ୟିକ ମାନେ ଅଧିକ ଗୁରୁତ୍ୱ ଆରୋପ କରଥିବା ବେଳେ ମୌସୁମୀ ବଦଳ ରେ ଲଗୁଚାପ ପ୍ରଭାବ ଯୋଗୁଁ ସମତୁଲ ବର୍ଷା ଅଭାବ ରୁ ବନ୍ୟା ସାଙ୍ଗକୁ ବର୍ଷା ର ଅଭାବ କୁ ଦେଖିବାକୁ ମିଳୁଥିବା ଦେଖିବାକୁ ମିଳୁଛି ବୋଲି ପ୍ରକାଶ କରିଥିଲେ |ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଟ କବି ଓ କଲାକାଇ ପ୍ରହଲ୍ଲାଦ ବେହେରା, କବୟିତ୍ରୀ ଶ୍ରୀମତୀ ସରୋଜବାଲା ପଟନାୟଜ, ବିଦ୍ୟୁତ ପ୍ରଭା ଦାଶ,ଅଧ୍ୟାପିକା ଜ୍ୟୋସ୍ନାରାଣୀ ପ୍ରଧାନ, ଅଧ୍ୟାପଜ ଡ଼ଃ ଜଗଦୀଶ ପାଳ ଓ ପୂର୍ଣ୍ଣ ଚନ୍ଦ୍ର ରଥ ଓ ଶିଳ୍ପୀ ସମ୍ରାଟ ପଞ୍ଚାନନ ସୁର ପ୍ରମୁଖ କବି ଓ କବୟିତ୍ରୀ ମାନେ ଶେଷ ଶ୍ରାବଣ ର ଅନ୍ତିମ ବିଦାୟ କୁ ନେଇ ସ୍ୱରଚିତ କବିତା ପାଠ କରିବା ସହ ରାଖୀ ପୁର୍ଣିମା ଓ ପାରମ୍ପରିକ ଗମ୍ମା ତାତ୍ପର୍ଯ୍ୟ ସମ୍ପର୍କ ରେ ଆଲୋକପାତ କରିଥିଲେ |

News Comment

You Might Also Like

BACK TO TOP