Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |

27-Aug-2026

ଚୋରା ମଦ ତେଜରାତି ଦୋକାନ ରୁ ଜବତ, ୨ ଯୁବକ ଗିରଫ  |

ଓଡିଶା ଜନ ମତ ବ୍ୟୁରୋ,

କମ କଷ୍ଟରେ ଅଧିକ ଉପାର୍ଜନ ପାଇଁ ଲୋକମାନେ  ବେଶି ଅପରାଧିକ କାର୍ଯ୍ୟ କରିଥାନ୍ତି | ଏବଂ ଶେଷରେ ପୋଲିସ ହାବୁଡ଼ରେ ପଡି ଜେଲରେ ଜୀବନ ବିତାଇ ଥାନ୍ତି  | ଏପରି ଏକ ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ଅଗପାଳ ପଞ୍ଚାୟତ ଓ ଆଦର୍ଶ ବିଦ୍ୟାଳୟ ଅଗପାଳ ନିକଟଲାଗି ଏକ ତେଜରାତି ଦୋକାନରୁ ମଦ ଜବତ ହୋଇଛି।ପୋଲିସ୍ ୨ଜଣ ଯୁବକ ଜ୍ୟୋତିରଞ୍ଜନ ନାଥ ଓ ଅଭୟ କୁମାର ମହାପାତ୍ରଙ୍କୁ ଗିରଫ କରିଛି।
ସକାଳ ୧୧ଟା ସମୟରେ ତିର୍ତୋଲ ଥାନା ଅଧିକାରୀ ବଂଶୀଧର ପ୍ରଧାନ, କୁଜଙ୍ଗ ଥାନାର ଅତରିକ୍ତ ଦାୟିତ୍ୱ ତୁଲାଉ ଥିବାରୁ ଏକ ବିଶେଷ ସୂତ୍ରରୁ ଖବର ପାଇ ବଂଶୀଧର ପ୍ରଧାନ ଓ ପୁଲିସ ଟିମଙ୍କ ସହିତ କୁଜଙ୍ଗ ଅତିରିକ୍ତ ତହସିଲଦାର ବ୍ୟୋମକେଶ ପ୍ରଧାନ ଘଟଣା ସ୍ଥଳରେ ପହଞ୍ଚି ଚଢ଼ଉ କରିଥିଲେ। ଏବଂ ଦୋକାନଟିକୁ ସିଲ୍ କରିଥିବା ଜଣାଯାଇଛି
ସେଠାରୁ ମଦ କାର୍ଯ୍ୟରେ ଵ୍ୟବହୃତ ଦୁଇଟି ବାଇକ ହିରୋ ଗ୍ଲାମର ନମ୍ବର AP05DC4758 ଅନ୍ୟଟି ହିରୋ ଡନ  OD 06G1395  ଏବଂ ନଗଦ ୨୨୬୦ ଟଙ୍କା ଅର୍ଥରାଶି ଜବତ କରିଛନ୍ତି।  ଏଥିସହିତ ପୁଲିସ୍ ୨ଜଣ ଯୁବକ ଜ୍ୟୋତିରଞ୍ଜନ ନାଥ ଓ ଅଭୟ କୁମାର ମହାପାତ୍ରଙ୍କୁ ଗିରଫ କରିବା ସହିତ ଦୋକାନଟିକୁ ସିଲ୍ କରିଥିବା ଜଣାଯାଇଛି। ତେବେ ତେଜରାତି ଦୋକାନରେ ମଦ ବିକ୍ରି ଦ୍ୱାରା ନିଶ୍ଚିତ ଭାବେ କିଛି ଲୋକ ତାହାକୁ ସେବନ କରି  କୂଅଭ୍ୟାସ ପଡି ହଇରାଣ ହରକତ ହୁଅନ୍ତି  ଏବଂ ଅର୍ଥ ପାଇଁ ଘରେ ଗଣ୍ଡଗୋଳ ମାରପିଟ ମଧ୍ୟ କରିଥାନ୍ତି | ତେଣୁ ପୋଲିସ ନଜର  ଥରେ ଏହିଦୋକାନ ଓ ଲୋକ ଉପରେ ପଡି ଯାଇଛି ଯଦି ଆଉକିଛି ଲୋକଙ୍କ ଭୟନଥିବା କହିଛନ୍ତି ଗ୍ରାମବାସୀ |

News Comment

You Might Also Like

BACK TO TOP