Breaking News

ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||     

ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||

27-Aug-2026

ମାଲିକଙ୍କ ଅଜାଣତରେ  ଜମି ବିକ୍ରି ମାମଲା ରେ ତହସିଲଦାର ଓ ଏଆରଆଇ ନିଲମ୍ବିତ |

ଓଡିଶା ଜନ ମତ ବ୍ୟୁରୋ,

ମାଲିକ ଙ୍କ ଅଜାଣତରେ ବିକ୍ରି ହୋଇଗଲା ଜମି | ଏକଥା ଜମି ମାଲିକ ଜାଣିଲା ପରେ  ନୂଆପଡା ଜିଲ୍ଲା ପାଳ ଙ୍କୁ ଏହାଉପରେ ନ୍ୟୟ ପ୍ରଦାନ ପାଇଁ  ଲିଖିତ ଭାବେ ଅଭିଯୋଗ ପତ୍ର ଦେଇଥିଲେ | ଜିଲ୍ଲା ପାଳ ଏହାର ତଦନ୍ତ ଦାଇତ୍ୱ  ଅତିରିକ୍ତ ଜିଲ୍ଲା ପାଳ ଙ୍କୁ ଦେଇଥିଲେ ତାଙ୍କର ତଦନ୍ତ ପରେ ପ୍ରକୃତ ସତ୍ୟ ସାମ୍ନାକୁ ଆସିଲା  ଓଏହିକାର୍ଯ୍ୟରେ ସମ୍ପୃକ୍ତି ଥିବା ଦୁଇଜଣ ଙ୍କୁ ସସ ପେଣ୍ଡ କଲେ ଜିଲ୍ଲପାଳ ||ଏପରି ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ମୌଜାର ଖାତା ନମ୍ବର ୪୯ର ୪ ଏକର ୪୦ ଡିସିମିଲ ଜମିକୁ ମାଲିକଙ୍କ ଅଜାଣତରେ ବିକ୍ରି କରାଯାଇଥିବା ଅଭିଯୋଗରେ କୋମନା ତହସିଲଦାର ତଥା ସବ୍ ରେଜିଷ୍ଟ୍ରାର ସର୍ବେଶ୍ୱର ଜାଲ ଓ ଆସିଷ୍ଟାଣ୍ଟ ରେଭନ୍ୟୁ ଇନ୍ସପେକ୍ଟର (ARI) ରାମନାଥ ମିଶ୍ରଙ୍କୁ ନିଲମ୍ବନ କରା ଯାଇଛି |
ନୂଆପଡ଼ା ଜିଲ୍ଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ମୌଜାର ଖାତା ନମ୍ବର ୪୯ର ୪ ଏକର ୪୦ ଡିସିମିଲ ଜମିକୁ ମାଲିକଙ୍କ ଅଜାଣତରେ ବିକ୍ରି କରାଯାଇଥିବା ଅଭିଯୋଗରେ କୋମନା ତହସିଲଦାର ତଥା ସବ୍ ରେଜିଷ୍ଟ୍ରାର ସର୍ବେଶ୍ୱର ଜାଲ ଓ ଆସିଷ୍ଟାଣ୍ଟ ରେଭନ୍ୟୁ ଇନ୍ସପେକ୍ଟର (ARI) ରାମନାଥ ମିଶ୍ରଙ୍କୁ ନିଲମ୍ବନ କରାଯାଇଛି।

ଗତ ଜୁଲାଇ ମାସରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ଅତିରିକ୍ତ ଜିଲ୍ଲାପାଳ ସୁବାସ ଚନ୍ଦ୍ର ରଇତଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଅତିରିକ୍ତ ଜିଲ୍ଲାପାଳଙ୍କ ତଦନ୍ତ ରିପୋର୍ଟ ଅନୁଯାୟୀ, ଆସିଷ୍ଟାଣ୍ଟ ରେଭନ୍ୟୁ ଇନ୍ସପେକ୍ଟର ରାମନାଥ ମିଶ୍ରଙ୍କୁ ବୋଡେନ ତହସିଲକୁ ବଦଳି କରାଯାଇଥିଲା।ଗତକାଲି ତାଙ୍କୁ ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନିଲମ୍ବନ କରିଛନ୍ତି। ସେହିପରି ସବ୍ ରେଜିଷ୍ଟ୍ରାର ଅଫିସରେ ନିୟୋଜିତ ଥିବା ଏଆରଆଇ ରାମନାଥ ମିଶ୍ର ଆଧାର ନମ୍ବରର ସତ୍ୟାସତ୍ୟ ନ ଜାଣି ଜମି ବିକ୍ରି ପ୍ରକ୍ରିୟା କରିଥିଲେ। ତେଣୁ ତାଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି। ଏହି ଦୁଇ ଜଣଙ୍କୁ ବିନା ଅନୁମତିରେ ଜିଲ୍ଲା ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ଜମି ଦୁର୍ନୀତି ନେଇ କୋମନା ଥାନାରେ ଏକ ମାମଲା ରୁଜୁ କରାଯାଇଥିଲା।  ଏଥିରେ ୬ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ପୁଲିସ ଘଟଣାର ତଦନ୍ତ କରୁଛି।

News Comment

You Might Also Like

BACK TO TOP