Breaking News

ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||      ଯୋଗାଣ ସହାୟକ ନିଯୁକ୍ତି ରେ ଆଦିବାସୀ ଙ୍କୁ ପ୍ରାଥମିକତା ଦେବା ପାଈଁ ବିଡ଼ିଓ ଙ୍କୁ ଦାବି ପତ୍ର ପ୍ରଦାନ |    (20-Dec-2024)       ||     

ଆର ଟି ବିଦ୍ୟା ପୀଠ ରେ ଶକ୍ତି ସଂରକ୍ଷଣ ଦିବସ ପାଳିତ |

14-Dec-2024

ଆର ଟି ଏନ ବିଦ୍ୟାପୀଠ ରେ ଶକ୍ତି ସଂରକ୍ଷଣ ଦିବସପାଳିତ |

           ଓଡିଶା ଜନମତ   ବ୍ୟୁରୋ,

ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ସ୍ଥାନୀୟ ପ୍ରତାପୁରୁ ସ୍ଥିତ ଆର. ଟି. ଏନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ  ବିଦ୍ୟାଳୟର ଶକ୍ତି ସଂରକ୍ଷଣ କ୍ଲବ ର   ଇନ୍- ଚାର୍ଜ ଶିକ୍ଷକ କାଳୁ ଚରଣ ମହାଙ୍କୁଡଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସପାଳିତହୋଇ  ଯାଇଛି,ଏହିଅବସରରେବିଦ୍ୟା ଳୟ ପରିସରରେ ଆଲୋଚନା ଚକ୍ର, ତର୍କ ବିତର୍କ, କୁଇଜ୍ ଏବଂ  ଏକ ସଚେତନତା ରାଲି କାର୍ଯ୍ୟକ୍ରମ ଆୟୋଜନ କରା ଯାଇଥିଲା, ଏହି ଅବସରରେ ବିଦ୍ୟାଳୟ ଶକ୍ତି ସଂରକ୍ଷଣ କ୍ଲବର ଇନ୍- ଚାର୍ଜ ଶିକ୍ଷକ କାଳୁ ଚରଣ ମହାଙ୍କୁଡ ,ଏହି ଦିବସର ଗୁରୁତ୍ୱ ଉପରେ ଯଥା ଶକ୍ତି ସଂରକ୍ଷଣଦ୍ଵାରାପରିବେଶ ସନ୍ତୁଳନ ରଖିବାଏବଂଆଗାମୀ ପିଢି ପାଇଁ ଏକ  ଉଜ୍ଜଳ ସମ୍ଭୁଦ୍ଧମୟ ଭବିଷ୍ୟତକୁ  ସୁନିଶ୍ଚିତ କରିବା ଏହାର ଉଦ୍ଦେଶ୍ୟ ରେ ଆଲୋଚନା କରିଥିଲେ । ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ସାମିଲି ହୋଇ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP