Breaking News

ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||     

ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||

28-Aug-2026

ନେପାଳ ବନ୍ୟା ରେ ବରଗଡ ର ମା ଝିଅ ନିଖୋଜ ସ୍ୱାମୀ ସୁରକ୍ଷିତ |

ଓଡ଼ିଶା ଜନମତ ବରଗଡ଼ - ମନୋହର ଦାଶ :-----

ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି ପଞ୍ଚାୟତ ସର୍ଲା ଗ୍ରାମର ଗୁନ୍ନମ ଜୟକ୍ରୀଷ୍ଣାଙ୍କ ସ୍ତ୍ରୀ ଗୁନ୍ନମ ସାଇ ବିନ୍ଦୁ କୁମାରୀ ଏବଂ ଦେଢବର୍ଷର ଶିଶୁକନ୍ୟା ହରିକ୍ଷା। ଜୟକ୍ରୀଷ୍ଣା ନେପାଳର ଏକ ହାଇଡ୍ରୋ ପାୱାର କମ୍ପାନୀରେ କାମ କରୁଥିଲେ। ସେ ବିଭାଗୀୟ ଯନ୍ତ୍ରୀଙ୍କ ସହିତ କମ୍ପାନୀ କାମ କରିବାକୁ ପାହାଡ଼ ଉପରକୁ ଯାଇଥିବାବେଳେ ଘରେ ତାଙ୍କ ସ୍ତ୍ରୀ ଓ ଶିଶୁକନ୍ୟା ଥିଲେ। ଏହି ସମୟରେ ବନ୍ୟା ମାଡ଼ି ଆସିବାରୁ ମା’, ଝିଅ ଭାସି ଯାଇଥିଲେ ବୋଲି ସୂଚନା ମିଳିଛି। ଜୟକ୍ରୀଷ୍ଣା ଫୋନ ଯୋଗେ ଏହି ଘଟଣା ସମ୍ପର୍କରେ ସର୍ଲାସ୍ଥିତ ପରିବାର ଲୋକଙ୍କୁ ଜଣାଇ ଥିବାବେଳେ ପରିବାର ଲୋକେ ଭାଙ୍ଗି ପଡିଛନ୍ତି।

News Comment

You Might Also Like

BACK TO TOP