Breaking News

ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||     

ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |

28-Aug-2026

ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଗହ୍ମାପର୍ବ ପାଳିତ। 

ଓଡ଼ିଶା ଜନମତ, ଜଗତସିଂହପୁର 
ଜ୍ୟୋତି ରଞ୍ଜନ ପଟ୍ଟନାୟକ....

କଟକ ଜିଲ୍ଲା ଅନ୍ତର୍ଗତ ମାହାଳହାଟ ମୁଗୁରିଆ ଜଗନ୍ନାଥ ମନ୍ଦିରରେ ଭବ୍ୟ ରୀତିନୀତି ଅନୁଯାୟୀ ଗହ୍ମାପର୍ବ ପାଳନ କରାଯାଇଛି।ପ୍ରଭୁ ବଳଭଦ୍ର ଦେବଙ୍କ ଜନ୍ମୋତ୍ସବ ଉପଲକ୍ଷେ ଗୁରୁବାର ସକାଳୁ ସେବାୟତଙ୍କ ସହ ଗ୍ରାମବାସୀ ଖୋଳ ସଙ୍କୀର୍ତ୍ତନ କରି ନିକଟସ୍ଥ ମାର୍କଣ୍ଡେୟ ପୁଷ୍କରିଣୀ ନିକଟରେ ପହଞ୍ଚିଥିଲେ। ସେଠାରେ ପୂଜାର୍ଚ୍ଚନା କରାଯାଇ ପୁଷ୍କରିଣୀରୁ ମୂର୍ତ୍ତିକା ସଂଗ୍ରହ କରି ମୂର୍ତ୍ତି କାରିଗରଙ୍କ ଦ୍ୱାରା ବଳଭଦ୍ର ଦେବଙ୍କ ପିତୁଳା ଗଢା ଯାଇଥିଲା। ଉକ୍ତ ପିତ୍ତୁଳାକୁ କର୍ତ୍ତା ବିଭୂତି  ଭୂଷଣ ସ୍ବାଇଁ ମୁଣ୍ଡରେ ରଖି ଏକ ଶୋଭାଯାତ୍ରାରେ ମନ୍ଦିରକୁ ଆଣିଥିଲେ। ମାଟିରେ ନିର୍ମିତ ପିତୁଳାକୁ ପୂଜାର୍ଚ୍ଚନା କରାଯାଇ ମନ୍ଦିର ପ୍ରବେଶ କରାଯାଇଥିଲା। ଏହାପରେ ଗର୍ଭଗୃହ ମଣ୍ଡପକୁ ବିଜେ କରାଯାଇଥିଲା। ଶୁକ୍ରବାର ଉକ୍ତ ପିତୁଳାକୁ ବିସର୍ଜନ କରାଯିବ ବୋଲି କର୍ତ୍ତା ସ୍ବାଇଁ ପ୍ରକାଶ କରିଥିଲେ। ଏହି ଅବସରରେ ଦିନତମାମ ମନ୍ଦିରରେ ଭଜନ କୀର୍ତ୍ତନ ଲାଗିରହିବା ସହ ପ୍ରବଳ ଜନଗହଳି ଲାଗି ରହିଥିଲା।ଶ୍ରଦ୍ଧାଳୁ ଭକ୍ତମାନେ ପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଥିଲେ। ଏହି ଅବସରରେ ଶ୍ରୀ ଜଗନ୍ନାଥ ସେବା ସମିତି ପକ୍ଷରୁ ଗ୍ରାମବାସୀଙ୍କ ସହଯୋଗରେ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ସନ୍ଧ୍ୟାରେ ତିନି ଠାକୁରଙ୍କୁ ଝୁଲଣ ବେଦୀକୁ ନିଆଯାଇ ଉପଚାର କରାଯାଇଥିଲା। ଗଗନ ବିହାରୀ ପୁହାଣ, ପବିତ୍ର ପରିଜା ଓ ରମାକାନ୍ତ ମଲ୍ଲଙ୍କ ସହ କମିଟି ସଦସ୍ୟମାନେ ଏଥିରେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ଭକ୍ତ ଓ ଦର୍ଶନକାରୀ ଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା ।

News Comment

You Might Also Like

BACK TO TOP