Breaking News

ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||      ଦିଗାପଡା --ଢାମଣାଖୋଲ ରାସ୍ତା ଭିତ୍ତି ପ୍ରସ୍ତର ସ୍ଥାପନ କଲେ ବିଧାୟକ |   (12-Oct-2026)       ||      କେବେ ସୁଧୁରିବ ଡେ଼ମା ଗୁଡ଼ି ରାସ୍ତା, ଏବେବି ଭାରରେ ବୁହା ହେଉଛନ୍ତି ରୋଗୀ |    (12-Oct-2026)       ||      10ଦଫା ଦାବି ନେଇ ଗର୍ଜିଲେ ଅଙ୍ଗନୱାଡି କର୍ମୀ ଓ ସହାୟିକା |    (12-Oct-2026)       ||      ପୋଲସରା ପଞ୍ଚାୟତ ସମିତି ରେ ଜିଲ୍ଲପାଳ ଓ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |    (12-Oct-2026)       ||      ବେଲକଣା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |   (12-Oct-2026)       ||      ବରଗଡ଼ ରେ ରାଜ୍ୟପାଳ ଙ୍କ ଦ୍ୱାରା ବୋଇଁ ସୁକନ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ |    (12-Oct-2026)       ||      ଭୈରବ ବାଲିଯାତ୍ରା ରେ ଛୁରୀ ମାଡ଼ କରିଥିବା 2ଅଭିଯୁକ୍ତ କୁ କୋର୍ଟ ଚାଲାଣ |   (11-Oct-2026)       ||      ମୃତକ ଙ୍କ ପରିବାର କୁ ସମବେଦନା ଜଣାଇବା ସହ ଦଳୀୟ କର୍ମୀଙ୍କ ସ୍ୱାସ୍ଥ୍ୟ ବସ୍ଥା ବୁଝିଲେ ବିଷମ କଟକ ବିଧାୟକ |   (11-Oct-2026)       ||      ଅସୁର କ୍ଷିତ ପ୍ରାଥମିକ ବିଦ୍ୟାଳୟ ପାଲଟିଛି ଅସମାଜିକ ବ୍ୟକ୍ତିଙ୍କ ଆଡ୍ଡା ସ୍ଥଳୀ ||   (11-Oct-2026)       ||      ବଜ୍ର କାପ୍ତା ଖପୁରି ବିକ୍ରିବେଳେ ତିନି ଜଣଙ୍କୁ ଗିରଫ କଲା ବନ ଭିଭାଗ |   (11-Oct-2026)       ||      କୁମାରୀ ପାରିରେ ବିଜେପିର ମାଗଣା ସ୍ୱାସ୍ଥ୍ୟ ଶିବିର ରେ ବିଧାୟକ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କଲେ |   (11-Oct-2026)       ||      ସାତନଳ ଠାରେ "ସ୍ୱଛତ୍ତ୍ୱ ରୁ ଦିବ୍ୟତ୍ବ ` ଏବଂ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ |    (11-Oct-2026)       ||      ଖୋର୍ଦ୍ଧା ଜିଲ୍ଲା ସାମ୍ବାଦିକ ୟୁନିୟନ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ||   (11-Oct-2026)       ||      ରଙ୍ଗେଲ ଗୁଣ୍ଡା ମସ୍ତ୍ୟ ବିଜ୍ଞାନ ମହା ବିଦ୍ୟାଳୟ ରେ ଛାତ୍ର, ଛାତ୍ରୀ ଙ୍କ ନିମନ୍ତେ ସାମଗ୍ରୀକ ବିକାଶ କାର୍ଯ୍ୟକ୍ରମ |   (11-Oct-2026)       ||      ଦୁର୍ଗା ପୂଜାରେ ନୁଆଁ ଚମକ, ପଦ୍ମପୁର ରାଜବାଟି ରେ ସାଢ଼େ 6କେଜି ରୁପାରେ ତିଆରି ମୁକୁଟ ପିନ୍ଧିବେ ଦେବୀ |   (11-Oct-2026)       ||      ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||     

"ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||

28-Aug-2026

ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ " ନିଶାମୁକ୍ତ ଓଡିଶା ଅଭିଯାନ" ପାଳିତ

ଓଡିଶା ଜନମତ, ବାଲିଗୁଡା, ତା,୨୮/୦୮,

ସଞ୍ଜୟ କୁମାର ପାଣିଗ୍ରାହୀ :  -----

କନ୍ଧମାଳ ଜିଲ୍ଲା ବାଲିଗୁଡା ନିକଟସ୍ଥ ବୁଡ଼ାଗୁଡା ସ୍ଥିତ  ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ କନ୍ଧମାଳ ପୋଲିସ ପ୍ରଶାସନ ତରଫରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ପାଳିତ ହୋଇଯାଇଛି । ଏହି କାର୍ଯକ୍ରମରେ ବାଲିଗୁଡ଼ା ଉପଖଣ୍ଡ ସ୍ଥିତ ଥାନାରୁ ଅତିରିକ୍ତ ଉପ ନିରୀକ୍ଷକ ଯୁଗଳ କିଶୋର ନାୟକ, ଉଦ୍ଧବ କୁମାର ଜାନୀ, ଉମାଶଙ୍କର ନିହାଲି ଙ୍କ ସହ କନଷ୍ଟେବଳ ବୁଲୁ ସାହାଣୀ ଏବଂ ମନୋଜ କୁମାର ମଲ୍ଲିକ ପ୍ରଭୃତି ଯୋଗଦାନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଗଣ ନିଶା ମୁକ୍ତି ଅଭିଯାନ ର ଲକ୍ଷ୍ୟ, ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଛାତ୍ର ଛାତ୍ରୀଙ୍କୁ ଅବଗତ କରାଇବା ସହ ଏକ ସଶକ୍ତ ଓ ସୁରକ୍ଷିତ ଓଡ଼ିଶା ଗଠନରେ ଯୁବପିଢ଼ିର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ । “ନିଶା ମୁକ୍ତ ଓଡ଼ିଶା” କେବଳ ସରକାରୀ ଅଭିଯାନ ନୁହେଁ, ଏହା ଏକ ସାମାଜିକ ଦାୟିତ୍ୱ। ଏହାର ମୂଳୋତ୍ପାଟନ ପାଇଁ ଯୁବଗୋଷ୍ଠୀ, ଶିକ୍ଷକ, ଅଭିଭାବକ, ସାମାଜିକ ସଂଗଠନ, ପୋଲିସ, ଡାକ୍ତର ଓ ସାଧାରଣ ଲୋକ ସମସ୍ତଙ୍କର ସାମୁହିକ ଅଂଶଗ୍ରହଣ ଏକାନ୍ତ ଆବଶ୍ୟକ ବୋଲି ପ୍ରଧାନଶିକ୍ଷକ ଶ୍ରୀ ସାହୁ ପ୍ରକାଶ କରିଥିଲେ । ଶେଷରେ ଛାତ୍ର ଛାତ୍ରୀଙ୍କୁ ନେଇ ଗ୍ରାମରେ ଏକ ଶୋଭାଯାତ୍ରା ଆୟାଜନ କରାଯାଇଥିଲା । କାର୍ଯକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP