Breaking News

ଦୁନ୍ଧୁଲି ଗ୍ରାମରେ ଧାନ ଜମିକୁ ନେଇ ଉତେଜନା ||   (29-Nov-2026)       ||      ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||     

ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||

28-Aug-2026

ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ଆୟୋଜିତ 

ଓଡ଼ିଶା ଜନମତ,ପୋଲସରା ସନ୍ତୋଷ କୁମାର ପଣ୍ଡା
  ତା.୨୮/୦୮/୨୬:---

 ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ନିର୍ଦେଶକ୍ରମେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଏକ ଆଇନ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଡ଼ଃ ଭଗବାନ ତ୍ରିପାଠୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ପୋଲସରା କୋର୍ଟର ବରିଷ୍ଠ ଆଇନଜିଵୀ ତଥା ମହାବିଦ୍ୟାଳୟର ଆଇନ ପରାମର୍ଶଦାତା  ଶରତ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବାବେଳେ  ପୋଲସରା ଥାନା ପକ୍ଷରୁ ଏଏସଆଇ  କଳ୍ପନା ପ୍ରଧାନ ସମ୍ମାନିତ ଅତିଥିଭାବେ  ଯୋଗ ଦେଇଥିଲେ | ଏହି ଅବସରରେ  ମୁଖ୍ୟ ଅତିଥି ଛାତ୍ରୀମାନଙ୍କୁ ଆଇନ ସଚେତନତା, ସୋସିଆଲ ମିଡ଼ିଆର କୁପ୍ରଭାବ, ସୁରକ୍ଷା ସମ୍ପର୍କିତ  ବକ୍ତବ୍ୟ ଜରିଆରେ ସଚେତନ କରାଇଥିଲେ।ସମ୍ମାନିତ ଅତିଥି  ପ୍ରଧାନ ପୋଲିସର ଦାୟିତ୍ୱ କର୍ତ୍ତବ୍ୟ, ଛାତ୍ରୀଙ୍କ ସୁରକ୍ଷା ଉପରେ  ପ୍ରାଥମିକତା ଦେଇଥିଲେ  |ପରେ   ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯିବାସହ  ଗଣତନ୍ତ୍ରର ଚତୁର୍ଥ ସମ୍ଭର ସୁରକ୍ଷାରେ ବ୍ରତୀ ଥିବା ବରିଷ୍ଠ ସାମ୍ବାଦିକ  ସନ୍ତୋଷ କୁମାର ପଣ୍ଡାଙ୍କୁ ସ୍ଵତନ୍ତ୍ର ଭାବେ ସମ୍ବର୍ଦ୍ଧନା  ଦିଆଯାଇଥିଲା | ପରେ  ସମ୍ବର୍ଦ୍ଧିତ ସାମ୍ୱାଦିକ ଅନୁଷ୍ଠାନ ତରଫରୁ ଗଣମାଧ୍ୟମ ପ୍ରତିନିଧି ହିସାବରେ ସମ୍ବର୍ଦ୍ଧନା ଦିଆଯାଇଥିବାକୁ ନେଇ ଅନୁଷ୍ଠାନ ଉତ୍ତରୋତ୍ତର ଏବଂ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଉଜ୍ଜଳ ଶୁଭକାମନା କରିଥିଲେ।  ଓଡ଼ିଆ ଭାଷା ସାହିତ୍ୟ ଅଧ୍ୟାପକ ଡ଼ଃ ବିରଞ୍ଚି ନାରାୟଣ ରଥ ବକ୍ତବ୍ୟ ପ୍ରଦାନ କରିଥିବାବେଳେ  ଛାତ୍ରୀମାନଙ୍କ ମଧ୍ୟରୁ ରଚିତା କୁମାରୀ ସାହୁ, ସ୍ମୃତି ମହାପାତ୍ର ନିଜର ମତ ପ୍ରକାଶ କରିଥିଲେ।  କାର୍ଯ୍ୟକ୍ରମକୁ ଶକ୍ତିଶ୍ରୀ ସେଲର ଲେଫ୍ଟନାଣ୍ଟ ବିନତା କୁମାରୀ ଦାଶ ପରିଚାଳନା କରିଥିବାବେଳେ ସହ ସଂଯୋଜିକା ଅଧ୍ୟାପିକା ସୋନାଲି ସାହୁ ମଞ୍ଚାସୀନ ଥିଲେ।ଏଥିରେ   ଅଧ୍ୟାପିକା ଡ଼ଃ ରୋଜିତା ମିଶ୍ର, ପିଙ୍କି ପ୍ରଧାନ, ସୁମିତା ରାଉତ, ମମତା ରାଣୀ ପ୍ରଧାନ, ଡେମୋନଷ୍ଟ୍ରେଟର ସୁଜ୍ଞାନୀ କୁମାରୀ ସାହୁ ଅଧ୍ୟାପକ  ଉଷା ରଞ୍ଜନ ଦାଶ,ଡ଼ଃ ସୁଦାମ ସେଠୀ, ଅମିତ କୁମାର ସାହୁ, ଆକାଶ କୁମାର ଜେନା, ଶ୍ରୀକାନ୍ତ ପ୍ରଧାନ,ପିଇଟି ଦୀପକ କୁମାର ସ୍ୱାଇଁ, ଅଣଶିକ୍ଷକ କର୍ମଚାରୀ ନିକୁଞ୍ଜ କୁମାର ସାହୁ, ଗୀତାଞ୍ଜଳି ପତି, ମନାସ ବେହେରା ପ୍ରମୁଖ ବିଶେଷ ସହଯୋଗ କରିଥିଲେ। ଶେଷରେ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ଅଧ୍ୟାପକ ଦେବାଶିଷ ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ | ପରିଶେଷରେ ସାମୂହିକ ଭାବେ ଜାତୀୟ ସଙ୍ଗୀତ ଜନ ଗଣ ମନ ସଙ୍ଗୀତ  ଗାନ କରାଯାଇଥିଲା

News Comment

You Might Also Like

BACK TO TOP