Breaking News

ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||      ମିଷ୍ଟ ଭାସି ପରୋପକାରୀ ମଦନ ମୋହନ ଜେନାଙ୍କ ପରଲୋକ ||   (13-Oct-2026)       ||      ପାସପୋର୍ଟ କରିବାରେ ଅପରାଧୀ ସକ୍ରିୟ ଉଚ୍ଚ ସ୍ତରୀୟ ତଦନ୍ତ ଦାବି |   (13-Oct-2026)       ||      ଗଞ୍ଜେଇ ଜବତ ସହ ତିନି ଜଣଙ୍କୁ କୋର୍ଟ ଚାଲାଣ କଲା ହିଞ୍ଜିଳି ପୋଲିସ |    (12-Oct-2026)       ||      ବସ କଣ୍ଡକ୍ଟର କୁ ମରଣା ନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେମେଡିକାଲ ରେ ଭର୍ତ୍ତି |   (12-Oct-2026)       ||      ନାଇଟ ଶୋର ଦାଣ୍ଡିଆ ନୃତ୍ୟ ରେ ନାଚିଲେ ଦର୍ଶକ |   (12-Oct-2026)       ||      ଫୋଟ ଗ୍ରାଫର ଅଶୋକ ରଥ ନେସନ ବିଲଡର ଆୱାର୍ଡ ରେ ସାମ୍ନାନୀତ |   (12-Oct-2026)       ||     

କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||

29-Aug-2026

‘ମିସ୍ ୟୁନିଭର୍ସ ଇଣ୍ଡିଆ’ ମୁକୁଟମିଳିଲା କାଜିଆ ଙ୍କୁ  |

ଓଡିଶା ଜନ ମତ ବ୍ୟୁରୋ,

"ମିସ ୟୁନିଭର୍ସ ଇଣ୍ଡିଆ ` ମୁକୁଟ ମିଳିଛି କେରଳର କାଜିଆ ଲିଜ୍ ମେଜୋ  ଙ୍କୁ  | ସେ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ଏହି  ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଛନ୍ତି। ୧୯ ବର୍ଷ ବୟସରେ ସେ ଏହି ସଫଳତା ପାଇ ସାରା ଦେଶରେ ଚର୍ଚ୍ଚାରେ ଅଛନ୍ତି। ଗତ ବର୍ଷର ମୁକୁଟ ବିଜୟିନୀ ମନିକା ବିଶ୍ବକର୍ମୀ ତାଙ୍କୁ ମୁକୁଟ ପିନ୍ଧାଇଛନ୍ତି। ଏହି ପ୍ରତିଯୋଗିତାର ପ୍ରତ୍ୟେକ ପର୍ଯ୍ୟାୟରେ କାଜିଆ ବହୁତ ଭଲ ପ୍ରଦର୍ଶନ କରିଥିଲେ। ସୌନ୍ଦର୍ଯ୍ୟ ଓ ବୁଦ୍ଧିରେ ଏହି ଆଇନ ଛାତ୍ରୀ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ୫୨ ପ୍ରତିଯୋଗୀଙ୍କୁ ପଛରେ ପକାଇ କାଜିଆ ବିଜୟୀ ହୋଇଥିଲେ। ଏବେ ସେ ଅନ୍ତର୍ଜାତୀୟ ସ୍ତରରେ ଭାରତରୁ ୭୫ତମ ‘ମିସ୍ ୟୁନିଭର୍ସ’ ପ୍ରତିଯୋଗିତାରେ ପ୍ରତିନିଧିତ୍ବ କରିବେ। ନଭେମ୍ବରରେ ଦ୍ବୀପ ରାଷ୍ଟ୍ର ପ୍ୟୁର୍ଟୋ ରିକୋରେ ଏହି ବ୍ରହ୍ମାଣ୍ଡ ସୁନ୍ଦରୀ ପ୍ରତିିଯୋଗିତା ଅନୁଷ୍ଠିତ ହେବ।
ସୂଚନା ଅନୁଯାୟୀ, ‘ମିସ ୟୁନିଭର୍ସ ଇଣ୍ଡିିଆ-୨୦୨୬’ର ଗ୍ରାଣ୍ଡ ଫିନାଲେ ରବିବାର ଜୟପୁରର ଜି ଷ୍ଟୁଡିଓରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୫୨ ଫାଇନାଲିଷ୍ଟ ନିଜ ପ୍ରତିଭା, ସୁୁନ୍ଦରତା ଓ ଆତ୍ମବିଶ୍ବାସ ପ୍ରଦର୍ଶନ କରିଥିଲେ। ଏହି ପ୍ରତିଯୋଗିତାରେ ତାମିଲନାଡୁର ବୈଷ୍ଣବୀ ଗଣେଶ ପ୍ରଥମ ଉପ-ବିଜେତା ଓ ଗୁଜରାଟର ଅନୁଶ୍ରୀ ସାତବଲକର ଦ୍ବିତୀୟ ଉପ-ବିଜେତା ହୋଇଥିଲେ  |

News Comment

You Might Also Like

BACK TO TOP