Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||

29-Aug-2026

ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ଠାରେ ଏକ ଦିବାସୀୟ ପୋଷ , ପୋସ୍କ , ନିଶା ନିବାରଣ ଅଭିଯାନ ଏବଂ ସାଇବର ସଚେତନତା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ -

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :----

Par
ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର "ଶକ୍ତିଶ୍ରୀ ସାଥି"ସେଲ ଏବଂ ଆଦର୍ଶ ପୋଲିସ ଥାନା ପାରଳାଖେମୁଣ୍ଡିର ମିଳିତ ଆନୁକୂଳ୍ୟରେ ପୋଷ , ପୋସ୍କ , ନିଶା ନିବାରଣ ଅଭିଯାନ ଏବଂ ସାଇବର ସଚେତନତା ଶୀର୍ଷକ ଏକ ଦିବସୀୟ କର୍ମଶାଳା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।
ଏହି କର୍ମଶାଳାରେ ମୁଖ୍ୟବକ୍ତା ଭାବେ ପାରଳାଖେମୁଣ୍ଡି ଆଦର୍ଶ ପୋଲିସ ଥାନା ଆଇ. ଆଇ. ସି ଶ୍ରୀଯୁକ୍ତ ପ୍ରଶାନ୍ତ ଭୂପତି ଯୋଗଦେଇ ମହିଳା ମାନଙ୍କର ସୁରକ୍ଷା ତଥା ସାଇବର ଠକେଇ ପ୍ରତି ସଚେତନ ହେବା ତଥା ଏହି ସମ୍ପର୍କରେ ସତର୍କ ରହି ଭବିଷ୍ୟତ ସମ୍ଭାବନା ସମ୍ପର୍କରେ ସୂଚନା ସମୃଦ୍ଧ ଓ ପ୍ରେରଣାଦାୟକ ଆଲୋଚନା କରିଥିଲେ। ସଭାପତି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରାଧାକାନ୍ତ ଭୂୟାଁ  ସୋସିଆଲ ମିଡ଼ିଆର ବହୁଳ ବ୍ୟବହାର କ୍ଷତିକାରକ ଏବଂ ଭବିଷ୍ୟତ ପ୍ରତି ଧ୍ୟାନ ଦେବା କ୍ଷେତ୍ରରେ ଯୁବପିଢ଼ିର ଭୂମିକା ଉପରେ ମତବ୍ୟକ୍ତ କରିଥିଲେ।
ନିଶା ନିବାରଣ ଅଭିଯାନ ସମ୍ପର୍କରେ ପୋଲିସ ବିଭାଗର ଅଫିସର ପ୍ରିୟବ୍ରତ ସ୍ୱାଇଁ ଏହାର ମୁଖ୍ୟ ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇ ଥିଲେ।
ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ସହକାରୀ ପ୍ରଫେସର ତଥା ଶକ୍ତିଶ୍ରୀ ସଂଯୋଜିକା ଡକ୍ଟର ଚାରୁ ପ୍ରଭା ନାୟକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଓଡ଼ିଆ ବିଭାଗର ଛାତ୍ରୀ ସୁଶ୍ରୀ ସ୍ନେହା ବେହେରା ଅତିଥି ମାନଙ୍କୁ ସ୍ୱାଗତ ଜଣାଇବା ସହ ଧନ୍ୟବାଦ ଅର୍ପଣ  କରିଥିଲେ। ଏହି ଏକ ଦିବାସୀୟ କର୍ମଶାଳାରେ ମହାବିଦ୍ୟାଳୟର ଅଧ୍ୟାପିକା ଅଧ୍ୟାପକ ଓ ଛାତ୍ରଛାତ୍ରୀ ଏବଂ ପୋଲିସ ବିଭାଗର କର୍ମଚାରୀ ମାନେ ଉପସ୍ଥିତ ରହି ଆଲୋଚନାରେ ସକ୍ରିୟ ଭାଗ ନେଇଥିଲେ।

News Comment

You Might Also Like

BACK TO TOP