Breaking News

ତାରାତାରିଣୀ ମହାବିଦ୍ୟାଳୟ ରେ ସଭାପତି ଭାବେ    (15-Oct-2026)       ||      ପୂଜାରୀ ଗୁଡାରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସସୁରଭି -2026 ଅନୁଷ୍ଠିତ ||ବ    (15-Oct-2026)       ||      ସ୍ୱଚ୍ଛ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପାଇଁ ତାଲିମ ଅନୁଷ୍ଠିତ |   (15-Oct-2026)       ||      ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଚଢ଼େୟା ପଡା ଠାରେ ଅନୁଷ୍ଠିତ |   (15-Oct-2026)       ||      ବେଗୁନିଆପଡା ବିଜେପି ମଣ୍ଡଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ |   (15-Oct-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ର ସଂସଦ ନିର୍ବାଚନ ଫଳ ଘୋଷିତ |   (15-Oct-2026)       ||      ମିଳିତ ଉଦ୍ୟଗୋ ରେ ଖଲ୍ଲିକୋଟ ରେଡକ୍ଟର ଅବଦୁଲ କଲାମ ଙ୍କ 95ତମ ଜୟନ୍ତୀ ପାଳିତ |   (15-Oct-2026)       ||      ବହୁଦିନର ଦାବିକୁ ସାକାର କଲେ ଖଲ୍ଲିକୋଟ ଏନଏସି ଅଧିକାରୀ ଜଗନ୍ନାଥ ମଦିର ରେ ଆଠଗୋଟି ଏଲଇଡ଼ି ଲାଇଟ ଲଗାଇ |    (15-Oct-2026)       ||      ବରଗଡ଼ ରେ ନୂତନ ଭୋଟର ପଞ୍ଜିକରଣ ପାଇଁ 4,014 ଆବେଦନ ଗ୍ରହଣ ||   (15-Oct-2026)       ||      ପଦ୍ମପୁର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କୁ ଉଚ୍ଚ ଶିକ୍ଷା ଅଧିକାରୀ ଙ୍କ ପରିଦର୍ଶନ ||   (15-Oct-2026)       ||      ପୋଲସରା ଏ 1 - ଗ୍ରେଡ଼ ଆଶାଇ ଛାତ୍ର, ଛାତ୍ରୀ ଙ୍କ ଦୁଇ ଦିବସିୟ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ |   (14-Oct-2026)       ||      ଗୁରୁଜଙ୍ଗ ଏମ ପି ଏଲ -1-କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି `ଅନୁଷ୍ଠିତ ||   (14-Oct-2026)       ||      ଚୋରା ଚାଲାଣ ବେଳେ ବାଲି, ମୋରମ ବୋଝେଇ 7ଗୋଟି ଗାଡି ଜବତ ଓ ଡ୍ରାଇଭର ଗିରଫ ||   (14-Oct-2026)       ||      ବିଦ୍ୟୁତ ଆଘାତରେ ଚାଷୀର ମୃତ୍ୟୁ |    (14-Oct-2026)       ||      କବିସୂର୍ଯ୍ୟ ନଗରନିର୍ବାଚନ ମଣ୍ଡଳି ବିଜୁ ଜନତା ଦଳ ସକ୍ରିୟ |    (13-Oct-2026)       ||      ଦାରିଙ୍ଗବାଡି ରେ ଚୋରି ଓ ଅପରାଧୀର ଗୁମର ଖୋଲିବ ସିସି ଟିଭି |   (13-Oct-2026)       ||      ବର୍ତ୍ତିନି ଆଞ୍ଚଳିକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି --2026 ଅନୁଷ୍ଠିତ |   (13-Oct-2026)       ||      ଗଜଲକ୍ଷ୍ମୀ ପୂଜା ପାଇଁ ଶିକର ପାଇ ରେ ଶୁଭ ଖୁଣ୍ଟି ସ୍ଥାପନ |    (13-Oct-2026)       ||      ସାମ୍ବାଦିକ ମାନଙ୍କୁ ଧମକ ଦେବ ଅଭିଯୋଗ ରେ ଏସପି ଙ୍କୁ ସ୍ମାରକ ପତ୍ର ଦେଲେ ସାମ୍ବାଦିକ ମାନେ |    (13-Oct-2026)       ||      ତାଳ ପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026ଅନୁଷ୍ଠିତ |   (13-Oct-2026)       ||     

ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |

29-Aug-2026

ଯାତ୍ରୀବାହୀ ବସ୍ ଭଙ୍ଗାରୁଜା କରିବା ସହ ହେଲପର୍ କୁ ମାଡ଼ ମାରି ଦାଦା ବଟି ମାଗି ୩ ଅଭିଯୁକ୍ତ କୋର୍ଟ ଚାଲାଣ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :-=
ବଡବଜାର ଥାନା ଅନ୍ତର୍ଗତ ଡୁଡୁମା କଲୋନୀ ନୁଆ ବସ୍ ଷ୍ଟାଣ୍ଡ ରେ ଯାତ୍ରୀବାହୀ ବସ୍ "ବରାଳ ଦେବୀ "ଭଙ୍ଗାରୁଜା କରିବା ସହ ହେଲପର୍ ଉମା ମିଶ୍ର କୁ ମାଡ଼ ମାରି ଲହୁଲୁହାଣ କରିଥିଲେ ଓ ୧୦ ହଜାର ଟଙ୍କା ଦାଦା ବଟି ମାଗିଥିଲେ। ଯାହାକି ଭିଡିଓ ପ୍ରଘଟ ପରେ ଉକ୍ତ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି।ଗୁରୁତର ଆହତ ହେଲପର୍ ବଡବଜାର ଥାନା ରେ ଅଭିଯୋଗ କରିଥିଲେ ଓ ତାଙ୍କର ଅଭିଯୋଗ ଗ୍ରହଣ କରି ପୋଲିସ ତତକ୍ଷଣାତ୍ ପଦକ୍ଷେପ ସ୍ବରୂପ ବସ୍ ଷ୍ଟାଣ୍ଡ ନିକଟସ୍ଥ ରଘୁପତି ନଗର ର ଓମ୍ ଦାସ, ପାଣିଗ୍ରାହୀ ସାହିର ଓମ୍ ପ୍ରଧାନ ଓ ଲକ୍ଷ୍ମୀ ନୃସିଂହ ସାହିର ରାହୁଲ କ୍ଷେତ୍ରୀ ନାମରେ ୩ ଜଣ ଯୁବକ କୁ ବିଭିନ୍ନ ସ୍ଥାନରୁ ଉଠାଇ ଆଣି ଥାନାରେ ଜେରା କରିବା ପରେ ଆଜି ସେମାନଙ୍କୁ ଭାରତୀୟ ନ୍ୟାୟ ସଂହିତା ଦଫା ଅନୁଯାୟୀ ମକଦ୍ଦମା ରୁଜୁ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP